Isaiah 40:11 — Compare Translations
5 translations compared side by side
Odia - 1840
"ମଷେଶାବକ ମଷେମାନଙ୍କୁ ଚରାଇଲା ପରି ସେ ଆପଣା ଲୋକମାନଙ୍କର ଯତ୍ନ ନବେେ। ମଷେ ଛୁଆମାନଙ୍କୁ ସେ ନିଜର ବାହୁ ବଳ ରେ ସଂଗ୍ରହ କରିବେ ଓ ନିଜର କୋଳ ରେ ସମାନଙ୍କେୁ ବହି ନବେେ। ସମାନଙ୍କେର ମାଆମାନେ ପେଛ ପେଛ ଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମେଷପାଳକ ପରି ଆପଣା ପଲ ଚରାଇବେ, ମେଷଛୁଆ-ମାନଙ୍କୁ ସେ ଆପଣା ବାହୁରେ ସଂଗ୍ରହ କରିବେ ଓ ଆପଣା କୋଳରେ ସେମାନଙ୍କୁ ବହି ନେବେ, ଆଉ ଦୁଗ୍ଧଦାୟିନୀମାନଙ୍କୁ ଧୀରେ ଧୀରେ ଚଳାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ମେଷଶାବକ ମେଷମାନଙ୍କୁ ଚରାଇଲା ପରି ସେ ଆପଣା ଲୋକମାନଙ୍କର ଯତ୍ନ ନେବେ। ମେଷ ଛୁଆମାନଙ୍କୁ ସେ ନିଜର ବାହୁ ବଳରେ ସଂଗ୍ରହ କରିବେ ଓ ନିଜର କୋଳରେ ସେମାନଙ୍କୁ ବହି ନେବେ। ସେମାନଙ୍କର ମାମାନେ ପଛେ ପଛେ ଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମେଷପାଳକ ପରି ଆପଣା ପଲ ଚରାଇବେ, ମେଷଛୁଆମାନଙ୍କୁ ସେ ଆପଣା ବାହୁରେ ସଂଗ୍ରହ କରିବେ ଓ ଆପଣା କୋଳରେ ସେମାନଙ୍କୁ ବହି ନେବେ, ଆଉ ଦୁଗ୍ଧଦାୟିନୀମାନଙ୍କୁ ଧୀରେ ଧୀରେ ଚଳାଇବେ।
Odia IRV 2017 (ଓଡିଆ ବାଇବେଲ)
ସେ ମେଷପାଳକ ପରି ଆପଣା ପଲ ଚରାଇବେ, ମେଷଛୁଆମାନଙ୍କୁ ସେ ଆପଣା ବାହୁରେ ସଂଗ୍ରହ କରିବେ ଓ ଆପଣା କୋଳରେ ସେମାନଙ୍କୁ ବହି ନେବେ, ଆଉ ଦୁଗ୍ଧଦାୟିନୀମାନଙ୍କୁ ଧୀରେ ଧୀରେ ଚଳାଇବେ।