Isaiah 40:12 — Compare Translations
5 translations compared side by side
Odia - 1840
"କିଏ ନିଜର ହସ୍ତ ପାପୁଲି ରେ ସମୁଦ୍ର ଜଳରାଶି ମାପିଅଛି? କିଏ ନିଜର ହସ୍ତ ଚାଖଣ୍ଡ ରେ ଅନନ୍ତ ଆକାଶକୁ କଳନା କରିଅଛି? ପୁଣି କିଏ ଗୌଣୀ ରେ ପୃଥିବୀର ସମସ୍ତ ଧୂଳିରାଶିକୁ ଭରି ପାରିଛି? କିଏ ପର୍ବତଗୁଡି଼କୁ ନିକିତି ରେ ଓ ଉପପର୍ବତକୁ ତରାଜୁ ରେ ତଉଲି ଅଛି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିଏ ଆପଣା ହସ୍ତର ପୋଷରେ ଜଳରାଶି ମାପିଅଛନ୍ତି ଓ ଚାଖଣ୍ତ ଦ୍ଵାରା ଆକାଶମଣ୍ତଳର ପରିମାଣ କରିଅଛନ୍ତି ଓ ଗୌଣୀରେ ପୃଥିବୀର ଧୂଳିସବୁ ଭରିଅଛନ୍ତି, ପର୍ବତଗଣକୁ ନିକ୍ତିରେ ଓ ଉପପର୍ବତଗଣକୁ ତରାଜୁରେ ତୌଲିଅଛନ୍ତି?
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଜଗତ ସୃଷ୍ଟି କଲେ; ସେ ଏହାକୁ ଶାସନ କରନ୍ତି କିଏ ନିଜର ହସ୍ତ ପାପୁଲିରେ ସମୁଦ୍ର ଜଳରାଶି ମାପିଅଛି? କିଏ ନିଜର ହସ୍ତ ଗ୍ଭଖଣ୍ଡରେ ଅନନ୍ତ ଆକାଶକୁ କଳନା କରିଅଛି? ପୁଣି କିଏ ଗୌଣୀରେ ପୃଥିବୀର ସମସ୍ତ ଧୂଳିରାଶିକୁ ଭରି ପାରିଛି? କିଏ ପର୍ବତଗୁଡ଼ିକୁ ନିକିତିରେ ଓ ଉପପର୍ବତକୁ ତରାଜୁରେ ତଉଲି ଅଛି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିଏ ଆପଣା ହସ୍ତର ପୋଷରେ ଜଳରାଶି ମାପିଅଛନ୍ତି, ଚାଖଣ୍ଡ ଦ୍ୱାରା ଆକାଶମଣ୍ଡଳର ପରିମାଣ କରିଅଛନ୍ତି ଓ ଗୌଣୀରେ ପୃଥିବୀର ଧୂଳିସବୁ ଭରିଅଛନ୍ତି, ପର୍ବତଗଣକୁ ନିକ୍ତିରେ ଓ ଉପପର୍ବତଗଣକୁ ତରାଜୁରେ ତୌଲି ଅଛନ୍ତି?
Odia IRV 2017 (ଓଡିଆ ବାଇବେଲ)
କିଏ ଆପଣା ହସ୍ତର ପୋଷରେ ଜଳରାଶି ମାପିଅଛନ୍ତି, ଚାଖଣ୍ଡ ଦ୍ୱାରା ଆକାଶମଣ୍ଡଳର ପରିମାଣ କରିଅଛନ୍ତି ଓ ଗୌଣୀରେ ପୃଥିବୀର ଧୂଳିସବୁ ଭରିଅଛନ୍ତି, ପର୍ବତଗଣକୁ ନିକ୍ତିରେ ଓ ଉପପର୍ବତଗଣକୁ ତରାଜୁରେ ତୌଲି ଅଛନ୍ତି?