Isaiah 40:13 — Compare Translations

5 translations compared side by side

Odia - 1840
"କହେି ସଦାପ୍ରଭୁଙ୍କ ଆତ୍ମାକୁ ଆଦେଶ ଦଇେଅଛି କି? ପୁଣି ମନ୍ତ୍ରୀ ହାଇେ କହେି ତାଙ୍କୁ ନିର୍ଦ୍ଦଶେ ଦଇେଅଛି କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କର ଆତ୍ମାକୁ କିଏ ଆଦେଶ ଦେଇଅଛି, ଅବା ମନ୍ତ୍ରୀ ହୋଇ କିଏ ତାହାଙ୍କୁ ଶିକ୍ଷା ଦେଇଅଛି?
Odia Bible ERV 2004 (ପବିତ୍ର ବାଇବଲ)
କେହି ସଦାପ୍ରଭୁଙ୍କ ଆତ୍ମାକୁ ଆଦେଶ ଦେଇଅଛି କି? ପୁଣି ମନ୍ତ୍ରୀ ହୋଇ କେହି ତାଙ୍କୁ ନିର୍ଦ୍ଦେଶ ଦେଇଅଛି କି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କର ଆତ୍ମାକୁ କିଏ ଆଦେଶ ଦେଇଅଛି, ଅବା ମନ୍ତ୍ରୀ ହୋଇ କିଏ ତାହାଙ୍କୁ ଶିକ୍ଷା ଦେଇଅଛି?
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କର ଆତ୍ମାକୁ କିଏ ଆଦେଶ ଦେଇଅଛି, ଅବା ମନ୍ତ୍ରୀ ହୋଇ କିଏ ତାହାଙ୍କୁ ଶିକ୍ଷା ଦେଇଅଛି?