Isaiah 40:15 — Compare Translations

5 translations compared side by side

Odia - 1840
"ଦେଖ, ପୃଥିବୀର ସମସ୍ତ ଗୋଷ୍ଠୀ ଏକ କଳସର ଏକ ଜଳବିନ୍ଦୁ ସଦୃଶ। ଯଦି ସଦାପ୍ରଭୁ ସମସ୍ତ ଗୋଷ୍ଠୀକୁ ନଇେ ତାଙ୍କ ତରାଜୁ ରେ ରଖନ୍ତି, ତବେେ ସେ ସବୁ ନିକିତି ରେ ଧୂଳିକଣା ତୁଲ୍ଯ ହବେ। ସେ ଦ୍ବୀପସମୂହକୁ ଅତି କ୍ଷୁଦ୍ର ଦ୍ରବ୍ଯ ତୁଲ୍ଯ ଉଠାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଗୋଷ୍ଠୀୟମାନେ କଳସର ଜଳବିନ୍ଦୁ ପରି ଓ ନିକ୍ତିର ଧୂଳି କଣିକା ତୁଲ୍ୟ ଗଣ୍ୟ ଅଟନ୍ତି; ଦେଖ, ସେ ଦ୍ଵୀପସମୂହକୁ ଅତି କ୍ଷୁଦ୍ର ଦ୍ରବ୍ୟ ତୁଲ୍ୟ ଉଠାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଦେଖ, ପୃଥିବୀର ସମସ୍ତ ଗୋଷ୍ଠୀ ଏକ କଳସର ଏକ ଜଳବିନ୍ଦୁ ସଦୃଶ। ଯଦି ସଦାପ୍ରଭୁ ସମସ୍ତ ଗୋଷ୍ଠୀକୁ ନେଇ ତାଙ୍କ ତରାଜୁରେ ରଖନ୍ତି, ତେବେ ସେ ସବୁ ନିକିତିରେ ଧୂଳିକଣା ତୁଲ୍ୟ ହେବ। ସେ ଦ୍ୱୀପସମୂହକୁ ଅତି କ୍ଷୁଦ୍ର ଦ୍ରବ୍ୟ ତୁଲ୍ୟ ଉଠାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଗୋଷ୍ଠୀୟମାନେ କଳସର ଜଳବିନ୍ଦୁ ପରି ଓ ନିକ୍ତିର ଧୂଳି କଣିକା ତୁଲ୍ୟ ଗଣ୍ୟ ଅଟନ୍ତି; ଦେଖ, ସେ ଦ୍ୱୀପସମୂହକୁ ଅତି କ୍ଷୁଦ୍ର ଦ୍ରବ୍ୟ ତୁଲ୍ୟ ଉଠାନ୍ତି।
Odia IRV 2017 (ଓଡିଆ ବାଇବେଲ)
ଦେଖ, ଗୋଷ୍ଠୀୟମାନେ କଳସର ଜଳବିନ୍ଦୁ ପରି ଓ ନିକ୍ତିର ଧୂଳି କଣିକା ତୁଲ୍ୟ ଗଣ୍ୟ ଅଟନ୍ତି; ଦେଖ, ସେ ଦ୍ୱୀପସମୂହକୁ ଅତି କ୍ଷୁଦ୍ର ଦ୍ରବ୍ୟ ତୁଲ୍ୟ ଉଠାନ୍ତି।