Isaiah 40:16 — Compare Translations
5 translations compared side by side
Odia - 1840
"ପୁଣି ଲିବାନୋନର ସମସ୍ତ ବୃକ୍ଷ ସଦାପ୍ରଭୁଙ୍କ ଜାଳ ପାଇଁ ୟଥେଷ୍ଟ ନୁହେଁ ଓ ତାହାର ସମସ୍ତ ପଶୁ ହାମବେଳି ପାଇଁ ୟଥେଷ୍ଟ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଲିବାନୋନ ଜାଳ ପାଇଁ ଓ ତହିଁର ପଶୁଗଣ ହୋମବଳି ପାଇଁ ଯଥେଷ୍ଟ ନୁହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଲିବାନୋନ୍ର ସମସ୍ତ ବୃକ୍ଷ ସଦାପ୍ରଭୁଙ୍କ ଜାଳ ପାଇଁ ଯଥେଷ୍ଟ ନୁହେଁ ଓ ତାହାର ସମସ୍ତ ପଶୁ ହୋମବଳି ପାଇଁ ଯଥେଷ୍ଟ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଲିବାନୋନ ଜାଳ ପାଇଁ ଓ ତହିଁର ପଶୁଗଣ ହୋମବଳି ପାଇଁ ଯଥେଷ୍ଟ ନୁହନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଲିବାନୋନ ଜାଳ ପାଇଁ ଓ ତହିଁର ପଶୁଗଣ ହୋମବଳି ପାଇଁ ଯଥେଷ୍ଟ ନୁହନ୍ତି।