Isaiah 40:17 — Compare Translations

5 translations compared side by side

Odia - 1840
"ସମସ୍ତ ଗୋଷ୍ଠୀ ପରମେଶ୍ବରଙ୍କ ତୁଳନା ରେ ଅତି ନଗଣ୍ଯ ତୁଚ୍ଛ। ସମାନେେ ତାଙ୍କ ନିକଟରେ ଲଘୁ ଓ ଅସାର ତୁଲ୍ଯ ଗଣ୍ଯ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସର୍ବଦେଶୀୟମାନେ ତାହାଙ୍କ ଛାମୁରେ ଅବସ୍ତୁ ମାତ୍ର; ସେମାନେ ତାହାଙ୍କ ନିକଟରେ ଅବସ୍ତୁରୁ ଲଘୁ ଓ ଅସାର ଗଣ୍ୟ ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ଗୋଷ୍ଠୀ ପରମେଶ୍ୱରଙ୍କ ତୁଳନାରେ ଅତି ନଗଣ୍ୟ ତୁଚ୍ଛ। ସେମାନେ ତାଙ୍କ ନିକଟରେ ଲଘୁ ଓ ଅସାର ତୁଲ୍ୟ ଗଣ୍ୟ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସର୍ବଦେଶୀୟମାନେ ତାହାଙ୍କ ଛାମୁରେ ଅବସ୍ତୁ ମାତ୍ର; ସେମାନେ ତାହାଙ୍କ ନିକଟରେ ଅବସ୍ତୁରୁ ଲଘୁ ଓ ଅସାର ଗଣ୍ୟ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ସର୍ବଦେଶୀୟମାନେ ତାହାଙ୍କ ଛାମୁରେ ଅବସ୍ତୁ ମାତ୍ର; ସେମାନେ ତାହାଙ୍କ ନିକଟରେ ଅବସ୍ତୁରୁ ଲଘୁ ଓ ଅସାର ଗଣ୍ୟ ଅଟନ୍ତି।