Isaiah 40:18 — Compare Translations
5 translations compared side by side
Odia - 1840
"ତବେେ ପରମେଶ୍ବରଙ୍କୁ ତୁମ୍ଭେ କାହା ସହିତ ତୁଳନା କରିପାରିବ? ତାଙ୍କର ଏକ ମୂର୍ତ୍ତି ତୁମ୍ଭେ ଗଢ଼ି ପାରିବ? ନା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ତୁମ୍ଭେମାନେ କାହା ସଙ୍ଗେ ପରମେଶ୍ଵରଙ୍କୁ ତୁଳନା କରିବ? ଅବା କେଉଁ ମୂର୍ତ୍ତିକି ତାହାଙ୍କ ସଦୃଶ କରିବ?
Odia Bible ERV 2004 (ପବିତ୍ର ବାଇବଲ)
People Cannot Imagine What God Is Like ତେବେ ପରମେଶ୍ୱରଙ୍କୁ ତୁମ୍ଭେ କାହା ସହିତ ତୁଳନା କରି ପାରିବ? ତାଙ୍କର ଏକ ମୂର୍ତ୍ତି ତୁମ୍ଭେ ଗଢ଼ି ପାରିବ? ନା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ତୁମ୍ଭେମାନେ କାହା ସଙ୍ଗେ ପରମେଶ୍ୱରଙ୍କୁ ତୁଳନା କରିବ? ଅବା କେଉଁ ମୂର୍ତ୍ତିକୁ ତାହାଙ୍କ ସଦୃଶ କରିବ?
Odia IRV 2017 (ଓଡିଆ ବାଇବେଲ)
ତେବେ ତୁମ୍ଭେମାନେ କାହା ସଙ୍ଗେ ପରମେଶ୍ୱରଙ୍କୁ ତୁଳନା କରିବ? ଅବା କେଉଁ ମୂର୍ତ୍ତିକୁ ତାହାଙ୍କ ସଦୃଶ କରିବ?