Isaiah 40:19 — Compare Translations
5 translations compared side by side
Odia - 1840
"କେତକେ ବ୍ଯକ୍ତି କାଠ ଓ ପଥର ରେ ମୂର୍ତ୍ତି ଗଢ଼ନ୍ତି ଓ ସଗେୁଡ଼ିକ ଦବେତା ବୋଲି କୁହନ୍ତି। କେତଜେଣ ଏହାକୁ ଉର୍ବର ମୂର୍ତ୍ତିକା ରେ ଏବଂ ବଣିଆ ତାହା ସୂତା ରେ ଛାଉଣୀ କରେ ଆଉ ତାପାଇଁ ରୂପା ଜଞ୍ଜିର ପ୍ରସ୍ତୁତ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶିଳ୍ପକର ପ୍ରତିମା ଛାଞ୍ଚରେ ଢାଳେ ଓ ସ୍ଵର୍ଣ୍ଣକାର ସୁବର୍ଣ୍ଣରେ ତାହା ମଣ୍ତନ କରେ, ଆଉ ତହିଁ ନିମନ୍ତେ ରୂପା ଜଞ୍ଜିର ପ୍ରସ୍ତୁତ କରେ ।
Odia Bible ERV 2004 (ପବିତ୍ର ବାଇବଲ)
କେତେକ ବ୍ୟକ୍ତି କାଠ ଓ ପଥରରେ ମୂର୍ତ୍ତି ଗଢ଼ନ୍ତି ଓ ସେଗୁଡ଼ିକ ଦେବତା ବୋଲି କୁହନ୍ତି। କେତେଜଣ ଏହାକୁ ଉର୍ବର ମୂର୍ତ୍ତିକାରେ ଏବଂ ବଣିଆ ତାହା ସୂତାରେ ଛାଉଣି କରେ ଆଉ ତା’ ପାଇଁ ରୂପା ଜଞ୍ଜିର ପ୍ରସ୍ତୁତ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶିଳ୍ପକର ପ୍ରତିମା ଛାଞ୍ଚରେ ଢାଳେ ଓ ସ୍ୱର୍ଣ୍ଣକାର ସୁବର୍ଣ୍ଣରେ ତାହା ମଣ୍ଡନ କରେ, ଆଉ ତହିଁ ନିମନ୍ତେ ରୂପା ଜଞ୍ଜିର ପ୍ରସ୍ତୁତ କରେ।
Odia IRV 2017 (ଓଡିଆ ବାଇବେଲ)
ଶିଳ୍ପକର ପ୍ରତିମା ଛାଞ୍ଚରେ ଢାଳେ ଓ ସ୍ୱର୍ଣ୍ଣକାର ସୁବର୍ଣ୍ଣରେ ତାହା ମଣ୍ଡନ କରେ, ଆଉ ତହିଁ ନିମନ୍ତେ ରୂପା ଜଞ୍ଜିର ପ୍ରସ୍ତୁତ କରେ।