Isaiah 40:2 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ୟିରୁଶାଲମକୁ ଦୟାପୂର୍ଣ୍ଣ ମଧୁର ବାକ୍ଯ କୁହ। ତାହାର ସଂଗ୍ରାମ ଶଷେ ହାଇେଛି ଓ ତାହାର ପାପକୁ କ୍ଷମା କରାୟାଇଛି।' ସେ ନିଜର ପାପପାଇଁ ସଦାପ୍ରଭୁଙ୍କଠାରୁ ଦୁଇଗୁଣ ଦଣ୍ଡ ପାଇଅଛି ବୋଲି ପ୍ରଚାର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଯିରୂଶାଲମକୁ ଚିତ୍ତପ୍ରବୋଧକ କଥା କୁହ, ଆଉ ତାହାର ସଂଗ୍ରାମ ସମାପ୍ତ ହେଲା, ତାହାର ଅପରାଧ କ୍ଷମା ହେଲା, ସେ ସଦାପ୍ରଭୁଙ୍କ ହସ୍ତରୁ ଆପଣାର ସମସ୍ତ ପାପ ହେତୁ ଦୁଇ ଗୁଣ ପାଇଅଛି ବୋଲି ତାହା ନିକଟରେ ପ୍ରଚାର କର ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଯିରୁଶାଲମକୁ ଦୟାପୂର୍ଣ୍ଣ ମଧୁର ବାକ୍ୟ କୁହ। ‘ତାହାର ସଂଗ୍ରାମ ଶେଷ ହୋଇଛି ଓ ତାହାର ପାପକୁ କ୍ଷମା କରାଯାଇଛି।’ ସେ ନିଜର ପାପପାଇଁ ସଦାପ୍ରଭୁଙ୍କଠାରୁ ଦୁଇଗୁଣ ଦଣ୍ଡ ପାଇଅଛି ବୋଲି ପ୍ରଗ୍ଭର କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଯିରୂଶାଲମକୁ ଚିତ୍ତ ପ୍ରବୋଧକ କଥା କୁହ, ଆଉ ତାହାର ସଂଗ୍ରାମ ସମାପ୍ତ ହେଲା, ତାହାର ଅପରାଧ କ୍ଷମା ହେଲା, ସେ ସଦାପ୍ରଭୁଙ୍କ ହସ୍ତରୁ ଆପଣାର ସମସ୍ତ ପାପ ସକାଶୁ ଦୁଇଗୁଣ ପାଇଅଛି ବୋଲି ତାହା ନିକଟରେ ପ୍ରଚାର କର।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଯିରୂଶାଲମକୁ ଚିତ୍ତପ୍ରବୋଧକ କଥା କୁହ, ଆଉ ତାହାର ସଂଗ୍ରାମ ସମାପ୍ତ ହେଲା, ତାହାର ଅପରାଧ କ୍ଷମା ହେଲା, ସେ ସଦାପ୍ରଭୁଙ୍କ ହସ୍ତରୁ ଆପଣାର ସମସ୍ତ ପାପ ସକାଶୁ ଦୁଇ ଗୁଣ ପାଇଅଛି ବୋଲି ତାହା ନିକଟରେ ପ୍ରଚାର କର।