Isaiah 40:20 — Compare Translations
5 translations compared side by side
Odia - 1840
"ସେ ଖଣ୍ଡିଏ କାଠ ସଂଗ୍ରହ କରେ ତାହା ଯେପରି ୟିବ ନାହିଁ। ସେ ଜଣେ ନିଖୁଣ କାରିଗର କରିବାର ବାଛେ। ଗୋଟିଏ ପ୍ରତିମା' ନିର୍ମାଣ କରିବା ରେ ଯାହାକି ପଡ଼ିୟିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଲୋକ ଏହି ପ୍ରକାର ଉପହାର ପାଇଁ ଅତି ଦରିଦ୍ର, ସେ ଅପଚ୍ୟ କୌଣସି କାଷ୍ଠ ମନୋନୀତ କରେ, ସେ ଅଟଳ ଏକ ଖୋଦିତ ପ୍ରତିମା ନିର୍ମାଣ କରିବା ପାଇଁ ଜଣେ ନିପୁଣ ଶିଳ୍ପକରର ଅନ୍ଵେଷଣ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଖଣ୍ଡିଏ କାଠ ସଂଗ୍ରହ କରେ ତାହା ଯେପରି ଯିବ ନାହିଁ। ସେ ଜଣେ ନିଖୁଣ କାରିଗର କରିବାର ବାଛେ। ଗୋଟିଏ “ପ୍ରତିମା” ନିର୍ମାଣ କରିବାରେ ଯାହାକି ପଡ଼ିଯିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଲୋକ ଏହି ପ୍ରକାର ଉପହାର ପାଇଁ ଅତି ଦରିଦ୍ର, ସେ ଅପଚ୍ୟ କୌଣସି କାଷ୍ଠ ମନୋନୀତ କରେ, ସେ ଅଟଳ ଏକ ଖୋଦିତ ପ୍ରତିମା ନିର୍ମାଣ କରିବା ପାଇଁ ଜଣେ ନିପୁଣ ଶିଳ୍ପକରର ଅନ୍ୱେଷଣ କରେ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଲୋକ ଏହି ପ୍ରକାର ଉପହାର ପାଇଁ ଅତି ଦରିଦ୍ର, ସେ ଅପଚ୍ୟ କୌଣସି କାଷ୍ଠ ମନୋନୀତ କରେ, ସେ ଅଟଳ ଏକ ଖୋଦିତ ପ୍ରତିମା ନିର୍ମାଣ କରିବା ପାଇଁ ଜଣେ ନିପୁଣ ଶିଳ୍ପକରର ଅନ୍ୱେଷଣ କରେ।