Isaiah 40:21 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ କ'ଣ ଜାଣି ନାହଁ। ତୁମ୍ଭମାନେେ କ'ଣ ଶୁଣି ନାହଁ? ଆଦ୍ଯକାଳରୁ ତୁମ୍ଭମାନଙ୍କୁ କ'ଣ ଜଣାଇ ଦିଆୟାଇ ନାହିଁ। ଏ ଜଗତ ରେ ସୃଷ୍ଟିକର୍ତ୍ତା କିଏ ତୁମ୍ଭେ ନିଶ୍ଚଯ ଜାଣିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ କି ଜାଣି ନାହଁ? ତୁମ୍ଭେମାନେ କି ଶୁଣି ନାହଁ? ଆଦ୍ୟକାଳରୁ କି ତୁମ୍ଭମାନଙ୍କୁ ଜ୍ଞାତ କରାଯାଇ ନାହିଁ? ପୃଥିବୀର ପତ୍ତନଠାରୁ କି ତୁମ୍ଭେମାନେ ବୁଝି ନାହଁ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ କ’ଣ ଜାଣି ନାହଁ। ତୁମ୍ଭେମାନେ କ’ଣ ଶୁଣି ନାହଁ? ଆଦ୍ୟକାଳରୁ ତୁମ୍ଭମାନଙ୍କୁ କ’ଣ ଜଣାଇ ଦିଆଯାଇ ନାହିଁ। ଏ ଜଗତରେ ସୃଷ୍ଟିକର୍ତ୍ତା କିଏ ତୁମ୍ଭେ ନିଶ୍ଚୟ ଜାଣିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ କି ଜାଣି ନାହଁ? ତୁମ୍ଭେମାନେ କି ଶୁଣି ନାହଁ? ଆଦ୍ୟକାଳରୁ କି ତୁମ୍ଭମାନଙ୍କୁ ଜ୍ଞାତ କରାଯାଇ ନାହିଁ? ପୃଥିବୀର ପତ୍ତନଠାରୁ କି ତୁମ୍ଭେମାନେ ବୁଝି ନାହଁ?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ କି ଜାଣି ନାହଁ? ତୁମ୍ଭେମାନେ କି ଶୁଣି ନାହଁ? ଆଦ୍ୟକାଳରୁ କି ତୁମ୍ଭମାନଙ୍କୁ ଜ୍ଞାତ କରାଯାଇ ନାହିଁ? ପୃଥିବୀର ପତ୍ତନଠାରୁ କି ତୁମ୍ଭେମାନେ ବୁଝି ନାହଁ?