Isaiah 40:22 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ପ୍ରକୃତ ପରମେଶ୍ବର। ସେ ଭୂମଣ୍ଡଳ ଉପ ରେ ଉପବିଷ୍ଟ। ତାଙ୍କ ତୁଳନା ରେ ପୃଥିବୀ ନିବାସୀ ପତଙ୍ଗ ସଦୃଶ। ସେ ଚାନ୍ଦୁଆ ତୁଲ୍ଯ ଆକାଶକୁ ପ୍ରସାର କରନ୍ତି ଓ ବସତି ପାଇଁ ତମ୍ବୁ ତୁଲ୍ଯ ତାକୁ ନିସ୍ତାର କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଭୂମଣ୍ତଳର ଉପରେ ଉପବିଷ୍ଟ ଓ ତନ୍ନିବାସୀଗଣ ଫଡ଼ିଙ୍ଗ ସ୍ଵରୂପ; ସେ ଚନ୍ଦ୍ରାତପ ତୁଲ୍ୟ ଆକାଶମଣ୍ତଳ ପ୍ରସାରନ୍ତି, ପୁଣି ବସତି ନିମନ୍ତେ ତମ୍ଵୁତୁଲ୍ୟ ତାହା ବିସ୍ତାରନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ପ୍ରକୃତ ପରମେଶ୍ୱର। ସେ ଭୂମଣ୍ଡଳ ଉପରେ ଉପବିଷ୍ଟ। ତାଙ୍କ ତୁଳନାରେ ପୃଥିବୀ ନିବାସୀ ପତଙ୍ଗ ସଦୃଶ। ସେ ଗ୍ଭନ୍ଦୁଆ ତୁଲ୍ୟ ଆକାଶକୁ ପ୍ରସାର କରନ୍ତି ଓ ବସତି ପାଇଁ ତମ୍ବୁ ତୁଲ୍ୟ ତାକୁ ନିସ୍ତାର କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଭୂମଣ୍ଡଳର ଉପରେ ଉପବିଷ୍ଟ ଓ ତନ୍ନିବାସୀଗଣ ଫଡ଼ିଙ୍ଗ ସ୍ୱରୂପ; ସେ ଚନ୍ଦ୍ରାତପ ତୁଲ୍ୟ ଆକାଶମଣ୍ଡଳ ପ୍ରସାରନ୍ତି, ପୁଣି ବସତି ନିମନ୍ତେ ତମ୍ବୁ ତୁଲ୍ୟ ତାହା ବିସ୍ତାରନ୍ତି;
Odia IRV 2017 (ଓଡିଆ ବାଇବେଲ)
ସେ ଭୂମଣ୍ଡଳର ଉପରେ ଉପବିଷ୍ଟ ଓ ତନ୍ନିବାସୀଗଣ ଫଡ଼ିଙ୍ଗ ସ୍ୱରୂପ; ସେ ଚନ୍ଦ୍ରାତପ ତୁଲ୍ୟ ଆକାଶମଣ୍ଡଳ ପ୍ରସାରନ୍ତି, ପୁଣି ବସତି ନିମନ୍ତେ ତମ୍ବୁ ତୁଲ୍ୟ ତାହା ବିସ୍ତାରନ୍ତି;