Isaiah 40:23 — Compare Translations
5 translations compared side by side
Odia - 1840
"ତାଙ୍କ ସୃଷ୍ଟ ରାଜାମାନଙ୍କୁ ସେ ଗୁରୁତ୍ବ ଦିଅନ୍ତି ନାହିଁ। ପୃଥିବୀ ରେ ତାଙ୍କ ସୂକ୍ଷ୍ମ ବିଚାରକର୍ତ୍ତାମାନଙ୍କୁ ସେ ମୂଲ୍ଯହୀନ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଭୂପତିମାନଙ୍କୁ ଅକିଞ୍ଚିତ କରନ୍ତି; ସେ ପୃଥିବୀର ବିଚାରକର୍ତ୍ତାମାନଙ୍କୁ ଅବସ୍ତୁବତ୍ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କ ସୃଷ୍ଟ ରାଜାମାନଙ୍କୁ ସେ ଗୁରୁତ୍ୱ ଦିଅନ୍ତି ନାହିଁ। ପୃଥିବୀରେ ତାଙ୍କ ସୂକ୍ଷ୍ମ ବିଗ୍ଭରକର୍ତ୍ତାମାନଙ୍କୁ ସେ ମୂଲ୍ୟହୀନ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଭୂପତିମାନଙ୍କୁ ଅକିଞ୍ଚିତ କରନ୍ତି; ସେ ପୃଥିବୀର ବିଚାରକର୍ତ୍ତାମାନଙ୍କୁ ମୂଲ୍ୟହୀନ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ଭୂପତିମାନଙ୍କୁ ଅକିଞ୍ଚିତ କରନ୍ତି; ସେ ପୃଥିବୀର ବିଚାରକର୍ତ୍ତାମାନଙ୍କୁ ମୂଲ୍ୟହୀନ କରନ୍ତି।