Isaiah 40:24 — Compare Translations

5 translations compared side by side

Odia - 1840
"ସହେି ଶାସକଗଣ ରୋପିତ ବୃକ୍ଷ ସଦୃଶ। ସମାନଙ୍କେର ଚରେ ମାଟିକୁ ୟିବା ପୂର୍ବରୁ ପରମେଶ୍ବର ଚାରକୁ' ଫୁଙ୍କି ଦିଅନ୍ତି। ସେଥି ରେ ସେ ମରିୟାଇ ଶୁଷ୍କ ହାଇୟୋଏ। ଓ ଘୂର୍ଣ୍ଣିବାଯୁ ତାକୁ ନଡ଼ାପରି ଉଡ଼ାଇ ନିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହଁ, ସେମାନେ ରୋପିତ ହୋଇ ନାହାନ୍ତି; ହଁ, ସେମାନେ ବୁଣାଯାଇ ନାହାନ୍ତି; ହଁ, ସେମାନଙ୍କ ଗଣ୍ତିର ଚେର ଭୂମିରେ ମାଡ଼ି ନାହିଁ, ଆହୁରି ସେ ସେମାନଙ୍କ ଉପରେ ଫୁଙ୍କ ଦିଅନ୍ତି, ତହିଁରେ ସେମାନେ ଶୁଷ୍କ ହୁଅନ୍ତି ଓ ଘୂର୍ଣ୍ଣିବାୟୁ ନଡ଼ା ପରି ସେମାନଙ୍କୁ ଉଡ଼ାଇ ନିଏ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଶାସକଗଣ ରୋପିତ ବୃକ୍ଷ ସଦୃଶ। ସେମାନଙ୍କର ଚେର ମାଟିକୁ ଯିବା ପୂର୍ବରୁ ପରମେଶ୍ୱର “ଗ୍ଭରାକୁ” ଫୁଙ୍କି ଦିଅନ୍ତି। ସେଥିରେ ସେ ମରିଯାଇ ଶୁଷ୍କ ହୋଇଯାଏ। ଓ ଘୂର୍ଣ୍ଣିବାୟୁ ତାକୁ ନଡ଼ାପରି ଉଡ଼ାଇ ନିଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହଁ, ସେମାନେ ରୋପିତ ହୋଇ ନାହାନ୍ତି; ହଁ, ସେମାନେ ବୁଣାଯାଇ ନାହାନ୍ତି; ହଁ, ସେମାନଙ୍କ ଗଣ୍ଡିର ଚେର ଭୂମିରେ ମାଡ଼ି ନାହିଁ, ଆହୁରି ସେ ସେମାନଙ୍କ ଉପରେ ଫୁଙ୍କ ଦିଅନ୍ତି, ତହିଁରେ ସେମାନେ ଶୁଷ୍କ ହୁଅନ୍ତି ଓ ଘୂର୍ଣ୍ଣିବାୟୁ ନଡ଼ା ପରି ସେମାନଙ୍କୁ ଉଡ଼ାଇ ନିଏ।
Odia IRV 2017 (ଓଡିଆ ବାଇବେଲ)