Isaiah 40:25 — Compare Translations

5 translations compared side by side

Odia - 1840
"ତେଣୁ ସହେି ପବିତ୍ର ସ୍ବରୂପ କୁହନ୍ତି, ଆମ୍ଭେ କ'ଣ କାହା ସହିତ ତୁଳନୀଯ ହାଇପୋରିବା? କାରଣ କହେି ଆମ୍ଭ ସହିତ ସମାନ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସେହି ଧର୍ମସ୍ଵରୂପ କହନ୍ତି, ଆମ୍ଭେ ଯାହାର ସମାନ ହୋଇ ପାରିବୁ, ଏପରି କାହା ସଙ୍ଗରେ ତୁମ୍ଭେମାନେ ଆମ୍ଭର ଉପମା ଦେବ?
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେହି ପବିତ୍ର ସ୍ୱରୂପ କୁହନ୍ତି, “ଆମ୍ଭେ କ’ଣ କାହା ସହିତ ତୁଳନୀୟ ହୋଇ ପାରିବା? କାରଣ କେହି ଆମ୍ଭ ସହିତ ସମାନ ନୁହେଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସେହି ଧର୍ମସ୍ୱରୂପ କହନ୍ତି, ଆମ୍ଭେ ଯାହାର ସମାନ ହୋଇ ପାରିବୁ, ଏପରି କାହା ସଙ୍ଗରେ ତୁମ୍ଭେମାନେ ଆମ୍ଭର ଉପମା ଦେବ?
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସେହି ଧର୍ମସ୍ୱରୂପ କହନ୍ତି, ଆମ୍ଭେ ଯାହାର ସମାନ ହୋଇ ପାରିବୁ, ଏପରି କାହା ସଙ୍ଗରେ ତୁମ୍ଭେମାନେ ଆମ୍ଭର ଉପମା ଦେବ?