Isaiah 40:26 — Compare Translations

5 translations compared side by side

Odia - 1840
"ଆକାଶକୁ ଦେଖ! କିଏ ସହେି ନକ୍ଷତ୍ରମାନଙ୍କୁ ସୃଷ୍ଟି କରିଛନ୍ତି? କିଏ ସହେି ସମସ୍ତ ନକ୍ଷତ୍ରମାନଙ୍କୁ ଆଦେଶ ଦିଅନ୍ତି ଓ ସମାନଙ୍କେ ନାମ ଧରି ସମାନଙ୍କେୁ ଡ଼ାକନ୍ତି। ତାଙ୍କର ପ୍ରବଳ ଶକ୍ତି ଓ ଅମାପ ଶକ୍ତି ଯୋଗୁଁ ଗୋଟିଏ ମଧ୍ଯ ହଜେ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଊର୍ଦ୍ଧ୍ଵଦୃଷ୍ଟି କରି ଦେଖ, ଏସମସ୍ତକୁ କିଏ ସୃଷ୍ଟି କରିଅଛନ୍ତି? ସେ ସୈନ୍ୟସମୂହର ନ୍ୟାୟ ସଂଖ୍ୟାନୁସାରେ ସେମାନଙ୍କୁ ବାହାର କରି ଆଣନ୍ତି; ସେ, ସମସ୍ତର ନାମ ଧରି ସେମାନଙ୍କୁ ଡାକନ୍ତି; ତାହାଙ୍କ ପରାକ୍ରମର ମାହାତ୍ମ୍ୟ ଦ୍ଵାରା ଓ ସେ ଶକ୍ତିରେ ପ୍ରବଳ ହେବା ସକାଶୁ ସେମାନଙ୍କର ଗୋଟିଏ ହେଁ ଅନୁପସ୍ଥିତ ହୁଏ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆକାଶକୁ ଦେଖ! କିଏ ସେହି ନକ୍ଷତ୍ରମାନଙ୍କୁ ସୃଷ୍ଟି କରିଛନ୍ତି? କିଏ ସେହି ସମସ୍ତ ନକ୍ଷତ୍ରମାନଙ୍କୁ ଆଦେଶ ଦିଅନ୍ତି ଓ ସେମାନଙ୍କ ନାମ ଧରି ସେମାନଙ୍କୁ ଡାକନ୍ତି? ତାଙ୍କର ପ୍ରବଳ ଶକ୍ତି ଓ ଅମାପ ଶକ୍ତି ଯୋଗୁଁ ଗୋଟିଏ ମଧ୍ୟ ହଜେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଊର୍ଦ୍ଧ୍ୱଦୃଷ୍ଟି କରି ଦେଖ, ଏହି ସମସ୍ତଙ୍କୁ କିଏ ସୃଷ୍ଟି କରିଅଛନ୍ତି? ସେ ସୈନ୍ୟସମୂହର ନ୍ୟାୟ ସଂଖ୍ୟାନୁସାରେ ସେମାନଙ୍କୁ ବାହାର କରି ଆଣନ୍ତି; ସେ, ସମସ୍ତର ନାମ ଧରି ସେମାନଙ୍କୁ ଡାକନ୍ତି; ତାହାଙ୍କ ପରାକ୍ରମର ମାହାତ୍ମ୍ୟ ଦ୍ୱାରା ଓ ସେ ଶକ୍ତିରେ ପ୍ରବଳ ହେବା ସକାଶୁ ସେମାନଙ୍କର ଗୋଟିଏ ହେଁ ଅନୁପସ୍ଥିତ ହୁଏ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଉର୍ଦ୍ଧ୍ୱ ଦୃଷ୍ଟି କରି ଦେଖ, ଏହି ସମସ୍ତକୁ କିଏ ସୃଷ୍ଟି କରିଅଛନ୍ତି? ସେ ସୈନ୍ୟସମୂହର ନ୍ୟାୟ ସଂଖ୍ୟାନୁସାରେ ସେମାନଙ୍କୁ ବାହାର କରି ଆଣନ୍ତି; ସେ, ସମସ୍ତର ନାମ ଧରି ସେମାନଙ୍କୁ ଡାକନ୍ତି; ତାହାଙ୍କ ପରାକ୍ରମର ମାହାତ୍ମ୍ୟ ଦ୍ୱାରା ଓ ସେ ଶକ୍ତିରେ ପ୍ରବଳ ହେବା ସକାଶୁ ସେମାନଙ୍କର ଗୋଟିଏ ହେଁ ଅନୁପସ୍ଥିତ ହୁଏ ନାହିଁ।