Isaiah 40:28 — Compare Translations

5 translations compared side by side

Odia - 1840
"ତୁମ୍ଭେ କ'ଣ ଜାଣି ନାହଁ? ତୁମ୍ଭେ କ'ଣ ଶୁଣି ନାହଁ? ସେ ସମସ୍ତ ଜଗତର ସୃଷ୍ଟିକର୍ତ୍ତା। ଅନାଦି ଅନନ୍ତ ପରମେଶ୍ବର। ସଦାପ୍ରଭୁ କ୍ଲାନ୍ତ ହୁଅନ୍ତି ନାହିଁ କି ଶ୍ରାନ୍ତ ହୁଅନ୍ତି ନାହିଁ। ତାଙ୍କର ବୁଦ୍ଧି ବୋଧର ଅଗମ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କି ଜାଣି ନାହଁ? ତୁମ୍ଭେ କି ଶୁଣି ନାହଁ? ପୃଥିବୀର ପ୍ରାନ୍ତସକଳର ସୃଷ୍ଟିକର୍ତ୍ତା ଅନାଦି ଅନ; ପରମେଶ୍ଵର ସଦାପ୍ରଭୁ କ୍ଳା; ହୁଅନ୍ତି ନାହିଁ, କି ଶ୍ରା; ହୁଅନ୍ତି ନାହିଁ; ତାହାଙ୍କର ବୁଦ୍ଧି ବୋଧର ଅଗମ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ କ’ଣ ଜାଣି ନାହଁ? ତୁମ୍ଭେ କ’ଣ ଶୁଣି ନାହଁ? ସେ ସମସ୍ତ ଜଗତର ସୃଷ୍ଟିକର୍ତ୍ତା। ଅନାଦି ଅନନ୍ତ ପରମେଶ୍ୱର। ସଦାପ୍ରଭୁ କ୍ଳାନ୍ତ ହୁଅନ୍ତି ନାହିଁ କି ଶ୍ରାନ୍ତ ହୁଅନ୍ତି ନାହିଁ। ତାଙ୍କର ବୁଦ୍ଧି ବୋଧର ଅଗମ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ କି ଜାଣି ନାହଁ? ତୁମ୍ଭେ କି ଶୁଣି ନାହଁ? ପୃଥିବୀର ପ୍ରାନ୍ତସକଳର ସୃଷ୍ଟିକର୍ତ୍ତା ଅନାଦି ଅନନ୍ତ ପରମେଶ୍ୱର ସଦାପ୍ରଭୁ କ୍ଳାନ୍ତ ହୁଅନ୍ତି ନାହିଁ, କିମ୍ବା ଶ୍ରାନ୍ତ ହୁଅନ୍ତି ନାହିଁ; ତାହାଙ୍କର ବୁଦ୍ଧି ବୋଧର ଅଗମ୍ୟ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ କି ଜାଣି ନାହଁ? ତୁମ୍ଭେ କି ଶୁଣି ନାହଁ? ପୃଥିବୀର ପ୍ରାନ୍ତସକଳର ସୃଷ୍ଟିକର୍ତ୍ତା ଅନାଦି ଅନନ୍ତ ପରମେଶ୍ୱର ସଦାପ୍ରଭୁ କ୍ଳାନ୍ତ ହୁଅନ୍ତି ନାହିଁ, କିମ୍ବା ଶ୍ରାନ୍ତ ହୁଅନ୍ତି ନାହିଁ; ତାହାଙ୍କର ବୁଦ୍ଧି ବୋଧର ଅଗମ୍ୟ।