Isaiah 40:29 — Compare Translations
5 translations compared side by side
Odia - 1840
"ସେ ଦୁର୍ବଳକୁ ବଳ ଦିଅନ୍ତି ଓ ଶକ୍ତିହୀନକୁ ଶକ୍ତି ପ୍ରଦାନ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କ୍ଳା; ଲୋକକୁ ଶକ୍ତି ଦିଅନ୍ତି ଓ ବଳହୀନ ଲୋକର ବଳ ବଢ଼ାଇ ଦିଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଦୁର୍ବଳକୁ ବଳ ଦିଅନ୍ତି ଓ ଶକ୍ତିହୀନକୁ ଶକ୍ତି ପ୍ରଦାନ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ କ୍ଳାନ୍ତ ଲୋକକୁ ଶକ୍ତି ଦିଅନ୍ତି ଓ ବଳହୀନ ଲୋକର ବଳ ବଢ଼ାଇ ଦିଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ କ୍ଳାନ୍ତ ଲୋକକୁ ଶକ୍ତି ଦିଅନ୍ତି ଓ ବଳହୀନ ଲୋକର ବଳ ବଢ଼ାଇ ଦିଅନ୍ତି।