Isaiah 40:3 — Compare Translations

5 translations compared side by side

Odia - 1840
"ଏକ ବ୍ଯକ୍ତିର ଉଚ୍ଚସ୍ବର ଶୁଣ, ତୁମ୍ଭମାନେେ ପ୍ରାନ୍ତର ରେ ସଦାପ୍ରଭୁଙ୍କ ପାଇଁ ପଥ ପ୍ରସ୍ତୁତ କର। ମରୁଭୂମିରେ ଆମ୍ଭମାନଙ୍କ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ଏକ ରାଜପଥ ସଳଖ ଓ ଚିକ୍କଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏକ ଜଣର ରବ ପ୍ରଚାର କରେ, ତୁମ୍ଭେମାନେ ପ୍ରାନ୍ତରରେ ସଦାପ୍ରଭୁଙ୍କ ପଥ ପ୍ରସ୍ତୁତ କର, ମରୁଭୂମି ମଧ୍ୟରେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନିମନ୍ତେ ରାଜପଥ ସଳଖ କର ।
Odia Bible ERV 2004 (ପବିତ୍ର ବାଇବଲ)
ଏକ ବ୍ୟକ୍ତିର ଉଚ୍ଚସ୍ୱର ଶୁଣ, “ତୁମ୍ଭେମାନେ ପ୍ରାନ୍ତରରେ ସଦାପ୍ରଭୁଙ୍କ ପାଇଁ ପଥ ପ୍ରସ୍ତୁତ କର। ମରୁଭୂମିରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ରାଜପଥ ସଳଖ ଓ ଚି‌କ୍‌କଣ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏକ ଜଣର ରବ ପ୍ରଚାର କରେ, “ତୁମ୍ଭେମାନେ ପ୍ରାନ୍ତରରେ ସଦାପ୍ରଭୁଙ୍କ ପଥ ପ୍ରସ୍ତୁତ କର, ମରୁଭୂମି ମଧ୍ୟରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିମନ୍ତେ ରାଜପଥ ସଳଖ କର।
Odia IRV 2017 (ଓଡିଆ ବାଇବେଲ)
ଏକ ଜଣର ରବ ପ୍ରଚାର କରେ, ତୁମ୍ଭେମାନେ ପ୍ରାନ୍ତରରେ ସଦାପ୍ରଭୁଙ୍କ ପଥ ପ୍ରସ୍ତୁତ କର, ମରୁଭୂମି ମଧ୍ୟରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିମନ୍ତେ ରାଜପଥ ସଳଖ କର।