Isaiah 40:31 — Compare Translations

5 translations compared side by side

Odia - 1840
"ମାତ୍ର ଯେଉଁମାନେ ସଦାପ୍ରଭୁଙ୍କଠା ରେ ବିଶ୍ବାସ ରଖନ୍ତି, ସମାନେେ ନୂତନ ବଳ ପାଆନ୍ତି। ସମାନେେ ଚିଲ ପକ୍ଷୀପରି ଆକାଶ ରେ ଉଡ଼ନ୍ତି। ସମାନେେ କ୍ଲାନ୍ତ ନ ହାଇେ ସମାନେେ ଗମନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅପେକ୍ଷା କରନ୍ତି, ସେମାନେ ନୂଆ ନୂଆ ବଳ ପାଇବେ; ସେମାନେ ଉତ୍କ୍ରୋଶ ପକ୍ଷୀ ପରି ପକ୍ଷରେ ଉପରକୁ ଉଠିବେ; ସେମାନେ ଶ୍ରା; ନ ହୋଇ ଦୌଡ଼ିବେ; ସେମାନେ କ୍ଳା; ନ ହୋଇ ଗମନ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଯେଉଁମାନେ ସଦାପ୍ରଭୁଙ୍କଠାରେ ବିଶ୍ୱାସ ରଖନ୍ତି, ସେମାନେ ନୂତନ ବଳ ପାଆନ୍ତି। ସେମାନେ ଚିଲ ପକ୍ଷୀ ପରି ଆକାଶରେ ଉଡ଼ନ୍ତି। ସେମାନେ କ୍ଳାନ୍ତ ନ ହୋଇ ସେମାନେ ଗମନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅପେକ୍ଷା କରନ୍ତି, ସେମାନେ ନୂଆ ନୂଆ ବଳ ପାଇବେ; ସେମାନେ ଉତ୍କ୍ରୋଶ ପକ୍ଷୀ ପରି ପକ୍ଷରେ ଉପରକୁ ଉଠିବେ; ସେମାନେ ଶ୍ରାନ୍ତ ନ ହୋଇ ଦୌଡ଼ିବେ; ସେମାନେ କ୍ଳାନ୍ତ ନ ହୋଇ ଗମନ କରିବେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅପେକ୍ଷା କରନ୍ତି, ସେମାନେ ନୂଆ ନୂଆ ବଳ ପାଇବେ; ସେମାନେ ଉତ୍କ୍ରୋଶ ପକ୍ଷୀ ପରି ପକ୍ଷରେ ଉପରକୁ ଉଠିବେ; ସେମାନେ ଶ୍ରାନ୍ତ ନ ହୋଇ ଦୌଡ଼ିବେ; ସେମାନେ କ୍ଳାନ୍ତ ନ ହୋଇ ଗମନ କରିବେ।