Isaiah 40:4 — Compare Translations

5 translations compared side by side

Odia - 1840
"ସମସ୍ତ ଉପତ୍ୟକାକୁ ପୂର୍ଣ୍ଣ କରି ଉଚ୍ଚ କର, ପର୍ବତ ଓ ଉପପର୍ବତଗୁଡ଼ିକୁ ସମାନ କର। ବକ୍ର ରାସ୍ତାକୁ ସଳଖ କର ଓ ରଗଡ଼ା ସ୍ଥାନଗୁଡ଼ିକୁ ମସୃଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରତ୍ୟେକ ଉପତ୍ୟକା ଉଚ୍ଚ କରାଯିବ, ପ୍ରତ୍ୟେକ ପର୍ବତ ଓ ଉପପର୍ବତ ନୀଚ କରାଯିବ ଓ ବକ୍ର ସଳଖ କରାଯିବ, ଆଉ ରଗଡ଼ା ସ୍ଥାନସବୁ ସମାନ କରାଯିବ;
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ଉପତ୍ୟକାକୁ ପୂର୍ଣ୍ଣ କରି ଉଚ୍ଚ କର, ପର୍ବତ ଓ ଉପପର୍ବତଗୁଡ଼ିକୁ ସମାନ କର। ବକ୍ର ରାସ୍ତାକୁ ସଳଖ କର ଓ ରଗଡ଼ା ସ୍ଥାନଗୁଡ଼ିକୁ ମସୃଣ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରତ୍ୟେକ ଉପତ୍ୟକା ଉଚ୍ଚ କରାଯିବ, ପ୍ରତ୍ୟେକ ପର୍ବତ ଓ ଉପପର୍ବତ ନୀଚ କରାଯିବ ଓ ବକ୍ର ସଳଖ କରାଯିବ, ଆଉ ରଗଡ଼ା ସ୍ଥାନସବୁ ସମାନ କରାଯିବ;
Odia IRV 2017 (ଓଡିଆ ବାଇବେଲ)
ପ୍ରତ୍ୟେକ ଉପତ୍ୟକା ଉଚ୍ଚ କରାଯିବ, ପ୍ରତ୍ୟେକ ପର୍ବତ ଓ ଉପପର୍ବତ ନୀଚ୍ଚ କରାଯିବ ଓ ବକ୍ର ସଳଖ କରାଯିବ, ଆଉ ରଗଡ଼ା ସ୍ଥାନ ସବୁ ସମାନ କରାଯିବ;