Isaiah 40:5 — Compare Translations
5 translations compared side by side
Odia - 1840
"ତାହା ହେଲେ ସଦାପ୍ରଭୁଙ୍କ ମହିମା ପ୍ରକାଶିତ ହବେ। ସମସ୍ତ ମାନବ ସମାଜ ସଦାପ୍ରଭୁଙ୍କ ଗୌରବ ଦେଖିବେ। କାରଣ ସଦାପ୍ରଭୁ ନିଜେ ଏହା କହିଛନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସଦାପ୍ରଭୁଙ୍କ ମହିମା ପ୍ରକାଶିତ ହେବ ଓ ଯାବତୀୟ ମର୍ତ୍ତ୍ୟ ଏକତ୍ର ତାହା ଦେଖିବେ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତାହାହେଲେ ସଦାପ୍ରଭୁଙ୍କ ମହିମା ପ୍ରକାଶିତ ହେବ। ସମସ୍ତ ମାନବ ସମାଜ ସଦାପ୍ରଭୁଙ୍କ ଗୌରବ ଦେଖିବେ। କାରଣ ସଦାପ୍ରଭୁ ନିଜେ ଏହା କହିଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁଙ୍କ ମହିମା ପ୍ରକାଶିତ ହେବ ଓ ଯାବତୀୟ ମର୍ତ୍ତ୍ୟ ଏକତ୍ର ତାହା ଦେଖିବେ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁଙ୍କ ମହିମା ପ୍ରକାଶିତ ହେବ ଓ ଯାବତୀୟ ମର୍ତ୍ତ୍ୟ ଏକତ୍ର ତାହା ଦେଖିବେ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି।