Isaiah 40:6 — Compare Translations
5 translations compared side by side
Odia - 1840
"ପୁଣି ଏକ ସ୍ବର ଶୁଣାଗଲା, ପ୍ରଚାର କର।' ଜଣେ ବ୍ଯକ୍ତି କହିଲା, କ'ଣ ପ୍ରଚାର କରିବା? ସେ ସ୍ବରଟି କହିଲା, ମନୁଷ୍ଯ ଚିରଦିନ ପାଇଁ ବଞ୍ଚିବ ନାହିଁ। ସମାନେେ ତୃଣତୁଲ୍ଯ ଓ ସମାନଙ୍କେର ସମସ୍ତ ଶୋଭା କ୍ଷେତ୍ରସ୍ଥ ପୁଷ୍ପ ତୁଲ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏକ ଜଣର ରବ କହେ, ପ୍ରଚାର କର, ତହିଁରେ ଜଣେ କହିଲା, କଅଣ ପ୍ରଚାର କରିବା? ମର୍ତ୍ତ୍ୟ ମାତ୍ର ତୃଣ ସ୍ଵରୂପ ଓ ତାହାର ସମସ୍ତ ଶୋଭା କ୍ଷେତ୍ରସ୍ଥ ପୁଷ୍ପର ତୁଲ୍ୟ;
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଏକ ସ୍ୱର ଶୁଣାଗଲା, “ପ୍ରଗ୍ଭର କର।” ଜଣେ ବ୍ୟକ୍ତି କହିଲା, “କ’ଣ ପ୍ରଗ୍ଭର କରିବା?” ସେ ସ୍ୱରଟି କହିଲା, “ମନୁଷ୍ୟ ଚିରଦିନ ପାଇଁ ବଞ୍ଚିବ ନାହିଁ। ସେମାନେ ତୃଣତୁଲ୍ୟ ଓ ସେମାନଙ୍କର ସମସ୍ତ ଶୋଭା କ୍ଷେତ୍ରସ୍ଥ ପୁଷ୍ପ ତୁଲ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏକ ଜଣର ରବ କହେ, “ପ୍ରଚାର କର,” ତହିଁରେ ଜଣେ କହିଲା, “କଅଣ ପ୍ରଚାର କରିବା?” ମର୍ତ୍ତ୍ୟ ମାତ୍ର ତୃଣ ସ୍ୱରୂପ ଓ ତାହାର ସମସ୍ତ ଶୋଭା କ୍ଷେତ୍ରସ୍ଥ ପୁଷ୍ପର ତୁଲ୍ୟ;
Odia IRV 2017 (ଓଡିଆ ବାଇବେଲ)
ଏକ ଜଣର ରବ କହେ, “ପ୍ରଚାର କର,” ତହିଁରେ ଜଣେ କହିଲା, “କଅଣ ପ୍ରଚାର କରିବା?” “ମର୍ତ୍ତ୍ୟ ମାତ୍ର ତୃଣ ସ୍ୱରୂପ ଓ ତାହାର ସମସ୍ତ ଶୋଭା କ୍ଷେତ୍ରସ୍ଥ ପୁଷ୍ପର ତୁଲ୍ୟ;