Isaiah 40:7 — Compare Translations
5 translations compared side by side
Odia - 1840
"ତୃଣ ଶୁଷ୍କ ହୁଏ ଓ ପୁଷ୍ପ ମ୍ଲାନ ହୁଏ। କାରଣ ତାହା ଉପ ରେ ସଦାପ୍ରଭୁଙ୍କର ଶ୍ବାସବାଯୁ ବ ହେ। ତେଣୁ ଲୋକମାନେ ନିଶ୍ଚତ ତୃଣ ସ୍ବରୂପ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୃଣ ଶୁଷ୍କ ହୋଇଯାଏ, ପୁଷ୍ପ ମ୍ଳାନ ହୁଏ; କାରଣ ତହିଁ ଉପରେ ସଦାପ୍ରଭୁଙ୍କର ଶ୍ଵାସବାୟୁ ବହେ, ନିଶ୍ଚୟ ଲୋକମାନେ ତୃଣ ସ୍ଵରୂପ ।
Odia Bible ERV 2004 (ପବିତ୍ର ବାଇବଲ)
ତୃଣ ଶୁଷ୍କ ହୁଏ ଓ ପୁଷ୍ପ ମ୍ଳାନ ହୁଏ। କାରଣ ତାହା ଉପରେ ସଦାପ୍ରଭୁଙ୍କର ଶ୍ୱାସବାୟୁ ବହେ। ତେଣୁ ଲୋକମାନେ ନିଶ୍ଚିତ ତୃଣ ସ୍ୱରୂପ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୃଣ ଶୁଷ୍କ ହୋଇଯାଏ, ପୁଷ୍ପ ମ୍ଳାନ ହୁଏ; କାରଣ ତହିଁ ଉପରେ ସଦାପ୍ରଭୁଙ୍କର ଶ୍ୱାସବାୟୁ ବହେ, ନିଶ୍ଚୟ ଲୋକମାନେ ତୃଣ ସ୍ୱରୂପ।
Odia IRV 2017 (ଓଡିଆ ବାଇବେଲ)
ତୃଣ ଶୁଷ୍କ ହୋଇଯାଏ, ପୁଷ୍ପ ମ୍ଳାନ ହୁଏ; କାରଣ ତହିଁ ଉପରେ ସଦାପ୍ରଭୁଙ୍କର ଶ୍ୱାସବାୟୁ ବହେ, ନିଶ୍ଚୟ ଲୋକମାନେ ତୃଣ ସ୍ୱରୂପ।