Isaiah 40:8 — Compare Translations
5 translations compared side by side
Odia - 1840
"ତୃଣ ସିନା ଶୁଷ୍କ ହୁଏ ଓ ପୁଷ୍ପ ସିନା ମଳିନ ହୁଏ, ମାତ୍ର ଆମ୍ଭମାନଙ୍କ ପରମେଶ୍ବରଙ୍କ ବାକ୍ଯ ଅନନ୍ତକାଳସ୍ତାଯୀ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୃଣ ଶୁଷ୍କ ହୋଇଯାଏ, ପୁଷ୍ପ ମଳିନ ହୁଏ; ମାତ୍ର ଆମ୍ଭମାନଙ୍କ ପରମେଶ୍ଵରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ ।
Odia Bible ERV 2004 (ପବିତ୍ର ବାଇବଲ)
“ତୃଣ ସିନା ଶୁଷ୍କ ହୁଏ ଓ ପୁଷ୍ପ ସିନା ମଳିନ ହୁଏ, ମାତ୍ର ଆମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୃଣ ଶୁଷ୍କ ହୋଇଯାଏ, ପୁଷ୍ପ ମଳିନ ହୁଏ; ମାତ୍ର ଆମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ।
Odia IRV 2017 (ଓଡିଆ ବାଇବେଲ)
ତୃଣ ଶୁଷ୍କ ହୋଇଯାଏ, ପୁଷ୍ପ ମଳିନ ହୁଏ; ମାତ୍ର ଆମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ।”