Isaiah 40:9 — Compare Translations
5 translations compared side by side
Odia - 1840
"ହେ ଲୋକମାନେ, ସିଯୋନ ରେ ସୁସମାଚାର ପ୍ରଚାର କର, ଉଚ୍ଚ ପର୍ବତକୁ ୟାଅ। ଉଚ୍ଚ ସ୍ବର ରେ କୁହ, ହେ ଲୋକମାନେ ୟିରୁଶାଲମ ନିକଟରେ ସୁସମାଚାର ପ୍ରଚାର କର। ଜାରେ ରେ କୁହ, ଭୟ କର ନାହିଁ। ଯିହୁଦା ନଗରୀକୁ କୁହ, ଦେଖ, ଏହିଠା ରେ ତୁମ୍ଭର ପରମେଶ୍ବର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସିୟୋନ ନିକଟରେ ସୁସମାଚାର ପ୍ରଚାର-କାରିଣୀ, ତୁମ୍ଭେ ଉଚ୍ଚ ପର୍ବତକୁ ଯାଅ; ହେ ଯିରୂଶାଲମ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ବଳରେ ଉଚ୍ଚସ୍ଵର କର, ଉଚ୍ଚସ୍ଵର କର, ଭୟ କର ନାହିଁ; ଯିହୁଦାର ନଗରସମୂହକୁ କୁହ, ହେଇ ଦେଖ, ତୁମ୍ଭମାନଙ୍କ ପରମେଶ୍ଵରଣ!
Odia Bible ERV 2004 (ପବିତ୍ର ବାଇବଲ)
ପରିତ୍ରାଣ: ପରମେଶ୍ୱରଙ୍କ ସୁସମ୍ବାଦ ହେ ଲୋକମାନେ, ସିୟୋନରେ ସୁସମାଗ୍ଭର ପ୍ରଗ୍ଭର କର, ଉଚ୍ଚ ପର୍ବତକୁ ଯାଅ। ଉଚ୍ଚ ସ୍ୱରରେ କୁହ, ହେ ଲୋକମାନେ ଯିରୁଶାଲମ ନିକଟରେ ସୁସମାଗ୍ଭର ପ୍ରଗ୍ଭର କର। ଜୋର୍ରେ କୁହ, ଭୟ କର ନାହିଁ। ଯିହୁଦା ନଗରୀକୁ କୁହ, “ଦେଖ, ଏହିଠାରେ ତୁମ୍ଭର ପରମେଶ୍ୱର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସିୟୋନ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ଉଚ୍ଚ ପର୍ବତକୁ ଯାଅ; ହେ ଯିରୂଶାଲମ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ବଳରେ ଉଚ୍ଚସ୍ୱର କର, ଉଚ୍ଚସ୍ୱର କର, ଭୟ କର ନାହିଁ; ଯିହୁଦାର ନଗରସମୂହକୁ କୁହ, “ହେଇ ଦେଖ, ତୁମ୍ଭମାନଙ୍କ ପରମେଶ୍ୱର!”
Odia IRV 2017 (ଓଡିଆ ବାଇବେଲ)