Isaiah 41:1 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କୁହନ୍ତି, ହେ ଦ୍ବୀପ ସମୂହ, ନୀରବ ହୁଅ। ମାେ ନିକଟକୁ ଆସ, ଲୋକମାନେ ବଳପ୍ରାପ୍ତ ହୁଅନ୍ତୁ, କଥା କୁହନ୍ତୁ। ଆମ୍ଭମାନେେ ଏକତ୍ରୀତ ବିଚାର କରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଦ୍ଵୀପଗଣ, ଆମ୍ଭ ସାକ୍ଷାତରେ ନୀରବ ହୁଅ ଓ ଲୋକମାନେ ନୂଆ ନୂଆ ବଳ ପ୍ରାପ୍ତ ହେଉନ୍ତୁ; ସେମାନେ ନିକଟକୁ ଆସନ୍ତୁ; ତେବେ କଥା କୁହନ୍ତୁ; ଆମ୍ଭେମାନେ ଏକତ୍ର ହୋଇ ବିଚାର କରୁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଶାଶ୍ୱତ ସୃଷ୍ଟିକର୍ତ୍ତା ସଦାପ୍ରଭୁ କୁହନ୍ତି, “ହେ ଦ୍ୱୀପ ସମୂହ, ନୀରବ ହୁଅ। ମୋ’ ନିକଟକୁ ଆସ, ଲୋକମାନେ ବଳପ୍ରାପ୍ତ ହୁଅନ୍ତୁ, କଥା କୁହନ୍ତୁ। ଆମ୍ଭେମାନେ ଏକତ୍ରିତ ବିଗ୍ଭର କରୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଦ୍ୱୀପଗଣ, ଆମ୍ଭ ସାକ୍ଷାତରେ ନୀରବ ହୁଅ ଓ ଶୁଣ; ଲୋକମାନେ ନୂଆ ନୂଆ ବଳ ପ୍ରାପ୍ତ ହେଉନ୍ତୁ; ସେମାନେ ନିକଟକୁ ଆସନ୍ତୁ; ତେବେ କଥା କୁହନ୍ତୁ; ଆମ୍ଭେମାନେ ଏକତ୍ର ହୋଇ ବିଚାର କରୁ।
Odia IRV 2017 (ଓଡିଆ ବାଇବେଲ)
“ହେ ଦ୍ୱୀପଗଣ, ଆମ୍ଭ ସାକ୍ଷାତରେ ନୀରବ ହୁଅ ଓ ଶୁଣ; ଲୋକମାନେ ନୂଆ ନୂଆ ବଳ ପ୍ରାପ୍ତ ହେଉନ୍ତୁ; ସେମାନେ ନିକଟକୁ ଆସନ୍ତୁ; ତେବେ କଥା କୁହନ୍ତୁ; ଆମ୍ଭେମାନେ ଏକତ୍ର ହୋଇ ବିଚାର କରୁ।