Isaiah 41:10 — Compare Translations
5 translations compared side by side
Odia - 1840
"ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗ ରେ ଅଛୁ। ନିରାଶ ହୁଅ ନାହିଁ କାରଣ ଆମ୍ଭେ ତୁମ୍ଭର ପରମେଶ୍ବର। ଆମ୍ଭେ ତୁମ୍ଭକୁ ସବଳ କରିବା, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବା। ପୁଣି ଆମ୍ଭେ ଆପଣା ଧର୍ମସ୍ବରୂପ ଦକ୍ଷିଣ ହସ୍ତ ରେ ତୁମ୍ଭକୁ ଧରି ରଖିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ଵର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ଵରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ। ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର। ଆମ୍ଭେ ତୁମ୍ଭକୁ ସବଳ କରିବା, ଆମ୍ଭେ ତୁମ୍ଭକୁ ସାହାଯ୍ୟ କରିବା। ପୁଣି ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।
Odia IRV 2017 (ଓଡିଆ ବାଇବେଲ)