Isaiah 41:11 — Compare Translations

5 translations compared side by side

Odia - 1840
"ଦେଖ, କେତକେ ବ୍ଯକ୍ତି ତୁମ୍ଭ ଉପ ରେ କୋର୍ଧ ହାଇେଛନ୍ତି। ମାତ୍ର ସମାନେେ ଲଜ୍ଜିତ ଓ ଅପମାନିତ ହବେେ। ଯେଉଁମାନେ ତୁମ୍ଭ ସହିତ ବିରୋଧ କରନ୍ତି, ସମାନେେ ତୁଚ୍ଛ ବସ୍ତ୍ରଭଳି ବିନଷ୍ଟ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଯେଉଁମାନେ ତୁମ୍ଭ ପ୍ରତି କୁପିତ ଅଛନ୍ତି, ସେସମସ୍ତେ ଲଜ୍ଜିତ ଓ ଘାବରା ହେବେ; ଯେଉଁମାନେ ତୁମ୍ଭ ସଙ୍ଗେ ବିରୋଧ କରନ୍ତି, ସେମାନେ ଅବସ୍ତୁ ତୁଲ୍ୟ ହୋଇ ବିନଷ୍ଟ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଦେଖ, କେତେକ ବ୍ୟକ୍ତି ତୁମ୍ଭ ଉପରେ କ୍ରୋଧ ହୋଇଛନ୍ତି। ମାତ୍ର ସେମାନେ ଲଜ୍ଜିତ ଓ ଅପମାନିତ ହେବେ। ଯେଉଁମାନେ ତୁମ୍ଭ ସହିତ ବିରୋଧ କରନ୍ତି, ସେମାନେ ତୁଚ୍ଛ ବସ୍ତୁଭଳି ବିନଷ୍ଟ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଯେଉଁମାନେ ତୁମ୍ଭ ପ୍ରତି କୁପିତ ଅଛନ୍ତି, ସେମାନେ ସମସ୍ତେ ଲଜ୍ଜିତ ଓ ବିବ୍ରତ ହେବେ; ଯେଉଁମାନେ ତୁମ୍ଭ ସଙ୍ଗେ ବିରୋଧ କରନ୍ତି, ସେମାନେ ଅବସ୍ତୁ ତୁଲ୍ୟ ହୋଇ ବିନଷ୍ଟ ହେବେ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ଯେଉଁମାନେ ତୁମ୍ଭ ପ୍ରତି କୁପିତ ଅଛନ୍ତି, ସେମାନେ ସମସ୍ତେ ଲଜ୍ଜିତ ଓ ବିବ୍ରତ ହେବେ; ଯେଉଁମାନେ ତୁମ୍ଭ ସଙ୍ଗେ ବିରୋଧ କରନ୍ତି, ସେମାନେ ଅବସ୍ତୁ ତୁଲ୍ୟ ହୋଇ ବିନଷ୍ଟ ହେବେ।