Isaiah 41:12 — Compare Translations
5 translations compared side by side
Odia - 1840
"ଯେଉଁମାନେ ତୁମ୍ଭ ସହିତ ବିରୋଧ କରନ୍ତି, ତୁମ୍ଭେ ସମାନଙ୍କେର ଅନ୍ବଷେଣ କରିବ। ମାତ୍ର ସମାନଙ୍କେର ସନ୍ଧାନ ପାଇବ ନାହିଁ। ଯେଉଁମାନେ ତୁମ୍ଭ ସହିତ ୟୁଦ୍ଧ କରନ୍ତି ସମାନେେ ଅବସ୍ତୁ ତୁଲ୍ଯ ତୁଚ୍ଛ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ତୁମ୍ଭ ସଙ୍ଗେ ବିରୋଧ କରନ୍ତି, ତୁମ୍ଭେ ସେମାନଙ୍କୁ ଅନ୍ଵେଷଣ କରିବ, ମାତ୍ର ସେମାନଙ୍କର ଉଦ୍ଦେଶ୍ୟ ପାଇବ ନାହିଁ; ଯେଉଁମାନେ ତୁମ୍ଭ ସଙ୍ଗେ ଯୁଦ୍ଧ କରନ୍ତି, ସେମାନେ ଅବସ୍ତୁ ତୁଲ୍ୟ ଓ ଅକିଞ୍ଚନ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ତୁମ୍ଭ ସହିତ ବିରୋଧ କରନ୍ତି, ତୁମ୍ଭେ ସେମାନଙ୍କର ଅନ୍ୱେଷଣ କରିବ। ମାତ୍ର ସେମାନଙ୍କର ସନ୍ଧାନ ପାଇବ ନାହିଁ। ଯେଉଁମାନେ ତୁମ୍ଭ ସହିତ ଯୁଦ୍ଧ କରନ୍ତି ସେମାନେ ଅବସ୍ତୁ ତୁଲ୍ୟ ତୁଚ୍ଛ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ତୁମ୍ଭ ସଙ୍ଗେ ବିରୋଧ କରନ୍ତି, ତୁମ୍ଭେ ସେମାନଙ୍କୁ ଅନ୍ୱେଷଣ କରିବ, ମାତ୍ର ସେମାନଙ୍କର ଉଦ୍ଦେଶ୍ୟ ପାଇବ ନାହିଁ; ଯେଉଁମାନେ ତୁମ୍ଭ ସଙ୍ଗେ ଯୁଦ୍ଧ କରନ୍ତି, ସେମାନେ ଅବସ୍ତୁ ତୁଲ୍ୟ ଓ ଅକିଞ୍ଚନା ହେବେ।
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ତୁମ୍ଭ ସଙ୍ଗେ ବିରୋଧ କରନ୍ତି, ତୁମ୍ଭେ ସେମାନଙ୍କୁ ଅନ୍ୱେଷଣ କରିବ, ମାତ୍ର ସେମାନଙ୍କର ଉଦ୍ଦେଶ୍ୟ ପାଇବ ନାହିଁ; ଯେଉଁମାନେ ତୁମ୍ଭ ସଙ୍ଗେ ଯୁଦ୍ଧ କରନ୍ତି, ସେମାନେ ଅବସ୍ତୁ ତୁଲ୍ୟ ଓ ଅକିଞ୍ଚନା ହେବେ।