Isaiah 41:13 — Compare Translations
5 translations compared side by side
Odia - 1840
"କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ବର, ତୁମ୍ଭର ଦକ୍ଷିଣ ହସ୍ତ ଧରି କହିବା ଭୟ କର ନାହିଁ। ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ଵର, ତୁମ୍ଭ ଦକ୍ଷିଣ ହସ୍ତ ଧରି ତୁମ୍ଭକୁ କହିବା, ଭୟ କର ନାହିଁ; ଆମ୍ଭେ ତୁମ୍ଭର ସାହାଯ୍ୟ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର, ତୁମ୍ଭର ଦକ୍ଷିଣ ହସ୍ତ ଧରି କହିବା ‘ଭୟ କର ନାହିଁ। ଆମ୍ଭେ ତୁମ୍ଭକୁ ସାହାଯ୍ୟ କରିବା।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର, ତୁମ୍ଭ ଦକ୍ଷିଣ ହସ୍ତ ଧରି ତୁମ୍ଭକୁ କହିବା, “ଭୟ କର ନାହିଁ; ଆମ୍ଭେ ତୁମ୍ଭର ସାହାଯ୍ୟ କରିବା।”
Odia IRV 2017 (ଓଡିଆ ବାଇବେଲ)
କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର, ତୁମ୍ଭ ଦକ୍ଷିଣ ହସ୍ତ ଧରି ତୁମ୍ଭକୁ କହିବା, ଭୟ କର ନାହିଁ; ଆମ୍ଭେ ତୁମ୍ଭର ସାହାଯ୍ୟ କରିବା।