Isaiah 41:14 — Compare Translations
5 translations compared side by side
Odia - 1840
"ହେ କୀଟରୂପୀ ଯାକୁବ ଓ ହେ ଇଶ୍ରାୟେଲୀୟ ନରଗଣ, ଭୟ କର ନାହିଁ। ସଦାପ୍ରଭୁ କୁହନ୍ତି, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବା ଓ ଇଶ୍ରାୟେଲର ଧର୍ମସ୍ବରୂପ ତୁମ୍ଭର ମୁକ୍ତିଦାତା ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ କୀଟ ସ୍ଵରୂପ ଯାକୁବ ଓ ହେ ଇସ୍ରାଏଲୀୟ ନରଗଣ, ଭୟ କର ନାହିଁ; ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା ଓ ଇସ୍ରାଏଲର ଧର୍ମସ୍ଵରୂପ ତୁମ୍ଭର ମୁକ୍ତିଦାତା ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ହେ କୀଟରୂପୀ ଯାକୁବ ଓ ହେ ଇସ୍ରାଏଲୀୟ ନରଗଣ, ଭୟ କର ନାହିଁ। ଆମ୍ଭେ ତୁମ୍ଭକୁ ସାହାଯ୍ୟ କରିବା” ସଦାପ୍ରଭୁ କୁହନ୍ତି, “ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ କୀଟ ସ୍ୱରୂପ ଯାକୁବ ଓ ହେ ଇସ୍ରାଏଲୀୟ ନରଗଣ, ଭୟ କର ନାହିଁ; ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ହେ କୀଟ ସ୍ୱରୂପ ଯାକୁବ ଓ ହେ ଇସ୍ରାଏଲୀୟ ନରଗଣ, ଭୟ କର ନାହିଁ; ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା” ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା ଅଟନ୍ତି।