Isaiah 41:15 — Compare Translations
5 translations compared side by side
Odia - 1840
" ଦେଖ, ମୁଁ ତୁମ୍ଭକୁ ତୀକ୍ଷ୍ମ ଛୁରିକା ବିଶିଷ୍ଟ ଏକ ନୂଆ ଶସ୍ଯ-ମର୍ଦ୍ଦନ ୟନ୍ତ୍ର ସ୍ବରୂପ କରିବି, ତୁମ୍ଭେ କୃଷକ ଶସ୍ଯକୁ ମର୍ଦ୍ଦନ କଲାପରି ପର୍ବତଗୁଡ଼ିକୁ ମର୍ଦ୍ଦନ କରି ଚୂର୍ଣ୍ଣ କରିବ ଓ ଉପପର୍ବତଗୁଡ଼ିକୁ ଭୂଷି ତୁଲ୍ଯ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଆମ୍ଭେ ତୁମ୍ଭକୁ ତୀକ୍ଷ୍ଣ ଛୁରିକାବିଶିଷ୍ଟ ଏକ ନୂତନ ଶସ୍ୟ-ମର୍ଦ୍ଦନ-ଯନ୍ତ୍ର ସ୍ଵରୂପ କରିବା; ତୁମ୍ଭେ ପର୍ବତଗଣକୁ ମର୍ଦ୍ଦନ କରି ଚୂର୍ଣ୍ଣ କରିବ ଓ ଉପପର୍ବତଗଣକୁ ଭୂଷି ତୁଲ୍ୟ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଦେଖ, ମୁଁ ତୁମ୍ଭକୁ ତୀକ୍ଷ୍ଣ ଛୁରିକା ବିଶିଷ୍ଟ ଏକ ନୂଆ ଶସ୍ୟ-ମର୍ଦ୍ଦନ ଯନ୍ତ୍ର ସ୍ୱରୂପ କରିବି, ତୁମ୍ଭେ କୃଷକ ଶସ୍ୟକୁ ମର୍ଦ୍ଦନ କଲାପରି ପର୍ବତଗୁଡ଼ିକୁ ମର୍ଦ୍ଦନ କରି ଚୂର୍ଣ୍ଣ କରିବ ଓ ଉପପର୍ବତଗୁଡ଼ିକୁ ଭୂଷି ତୁଲ୍ୟ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଆମ୍ଭେ ତୁମ୍ଭକୁ ତୀକ୍ଷ୍ଣ ଛୁରିକାବିଶିଷ୍ଟ ଏକ ନୂତନ ଶସ୍ୟ ମର୍ଦ୍ଦନ ଯନ୍ତ୍ର ସ୍ୱରୂପ କରିବା; ତୁମ୍ଭେ ପର୍ବତଗଣକୁ ମର୍ଦ୍ଦନ କରି ଚୂର୍ଣ୍ଣ କରିବ ଓ ଉପପର୍ବତଗଣକୁ ତୁଷ ତୁଲ୍ୟ କରିବ।
Odia IRV 2017 (ଓଡିଆ ବାଇବେଲ)
“ଦେଖ, ଆମ୍ଭେ ତୁମ୍ଭକୁ ତୀକ୍ଷ୍ଣ ଛୁରିକାବିଶିଷ୍ଟ ଏକ ନୂତନ ଶସ୍ୟ ମର୍ଦ୍ଦନ ଯନ୍ତ୍ର ସ୍ୱରୂପ କରିବା; ତୁମ୍ଭେ ପର୍ବତଗଣକୁ ମର୍ଦ୍ଦନ କରି ଚୂର୍ଣ୍ଣ କରିବ ଓ ଉପପର୍ବତଗଣକୁ ତୁଷ ତୁଲ୍ୟ କରିବ।