Isaiah 41:16 — Compare Translations

5 translations compared side by side

Odia - 1840
"ତୁମ୍ଭେ ସମାନଙ୍କେୁ କୁଲା ରେ ଉଡ଼ାଇଲେ ବାଯୁ ସମାନଙ୍କେୁ ଉଡ଼ାଇ ଦବେ ଓ ଘୂର୍ଣ୍ଣିବାଯୁ ସମାନଙ୍କେୁ ଛିନ୍ନ ଭିନ୍ନ କରି ପକାଇବ। ପୁଣି ତୁମ୍ଭେ ସଦାପ୍ରଭୁଙ୍କଠା ରେ ଉଲ୍ଲାସ କରିବ ଓ ଇଶ୍ରାୟେଲର ଧର୍ମସ୍ବରୂପଙ୍କଠା ରେ ଗର୍ବ କରିବ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସେମାନଙ୍କୁ କୁଲାରେ ଉଡ଼ାଇଲେ, ବାୟୁ ସେମାନଙ୍କୁ ଉଡ଼ାଇ ନେଇ ଯିବ ଓ ଘୂର୍ଣ୍ଣିବାୟୁ ସେମାନଙ୍କୁ ଛିନ୍ନଭିନ୍ନ କରି ପକାଇବ; ପୁଣି, ତୁମ୍ଭେ ସଦାପ୍ରଭୁଙ୍କଠାରେ ଉଲ୍ଲାସ କରିବ ଓ ଇସ୍ରାଏଲର ଧର୍ମସ୍ଵରୂପଙ୍କଠାରେ ଦର୍ପ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସେମାନଙ୍କୁ କୁଲାରେ ଉଡ଼ାଇଲେ ବାୟୁ ସେମାନଙ୍କୁ ଉଡ଼ାଇ ଦେବ ଓ ଘୂର୍ଣ୍ଣିବାୟୁ ସେମାନଙ୍କୁ ଛିନ୍ନଭିନ୍ନ କରି ପକାଇବ। ପୁଣି ତୁମ୍ଭେ ସଦାପ୍ରଭୁଙ୍କଠାରେ ଉଲ୍ଲାସ କରିବ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କଠାରେ ଗର୍ବ କରିବ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ସେମାନଙ୍କୁ କୁଲାରେ ଉଡ଼ାଇଲେ, ବାୟୁ ସେମାନଙ୍କୁ ଉଡ଼ାଇ ନେଇଯିବ ଓ ଘୂର୍ଣ୍ଣିବାୟୁ ସେମାନଙ୍କୁ ଛିନ୍ନଭିନ୍ନ କରି ପକାଇବ; ପୁଣି, ତୁମ୍ଭେ ସଦାପ୍ରଭୁଙ୍କଠାରେ ଉଲ୍ଲାସ କରିବ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କଠାରେ ଦର୍ପ କରିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ସେମାନଙ୍କୁ କୁଲାରେ ଉଡ଼ାଇଲେ, ବାୟୁ ସେମାନଙ୍କୁ ଉଡ଼ାଇ ନେଇ ଯିବ ଓ ଘୂର୍ଣ୍ଣିବାୟୁ ସେମାନଙ୍କୁ ଛିନ୍ନଭିନ୍ନ କରି ପକାଇବ; ପୁଣି, ତୁମ୍ଭେ ସଦାପ୍ରଭୁଙ୍କଠାରେ ଉଲ୍ଲାସ କରିବ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କଠାରେ ଦର୍ପ କରିବ।