Isaiah 41:17 — Compare Translations
5 translations compared side by side
Odia - 1840
"ଦରିଦ୍ର ଓ ଦିନହୀନମାନେ ଜଳ ଅନ୍ବଷେଣ କରନ୍ତି, ମାତ୍ର ସମାନେେ ଜଳ ପାଆନ୍ତି ନାହିଁ। ସମାନଙ୍କେର ଜିହ୍ବା ତୃଷ୍ଣା ରେ ଶୁଖିୟାଏ। ଆମ୍ଭେ ସଦାପ୍ରଭୁ ସମାନଙ୍କେୁ ଉତ୍ତର ଦବୋ। ଆମ୍ଭେ ଇଶ୍ରାୟେଲ ପରମେଶ୍ବର ସମାନଙ୍କେୁ ତ୍ଯାଗ କରିବା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦରିଦ୍ର ଓ ଦୀନହୀନମାନେ ଜଳ ଅନ୍ଵେଷଣ କରନ୍ତି, ମାତ୍ର ଜଳ ନାହିଁ, ତହିଁରେ ସେମାନଙ୍କ ଜିହ୍ଵା ତୃଷାରେ ଶୁଷ୍କ ହୁଏ; ଆମ୍ଭେ ସଦାପ୍ରଭୁ ସେମାନଙ୍କୁ ଉତ୍ତର ଦେବା, ଆମ୍ଭେ ଇସ୍ରାଏଲର ପରମେଶ୍ଵର ସେମାନଙ୍କୁ ତ୍ୟାଗ କରିବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ଦରିଦ୍ର ଓ ଦିନହୀନମାନେ ଜଳ ଅନ୍ୱେଷଣ କରନ୍ତି, ମାତ୍ର ସେମାନେ ଜଳ ପାଆନ୍ତି ନାହିଁ। ସେମାନଙ୍କର ଜିହ୍ୱା ତୃଷାରେ ଶୁଖିଯାଏ। ଆମ୍ଭେ ସଦାପ୍ରଭୁ, ସେମାନଙ୍କୁ ଉତ୍ତର ଦେବା। ଆମ୍ଭେ ଇସ୍ରାଏଲର, ପରମେଶ୍ୱର ସେମାନଙ୍କୁ ତ୍ୟାଗ କରିବା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦରିଦ୍ର ଓ ଦୀନହୀନମାନେ ଜଳ ଅନ୍ୱେଷଣ କରନ୍ତି, ମାତ୍ର ଜଳ ନାହିଁ, ତହିଁରେ ସେମାନଙ୍କ ଜିହ୍ୱା ତୃଷାରେ ଶୁଷ୍କ ହୁଏ; ଆମ୍ଭେ ସଦାପ୍ରଭୁ ସେମାନଙ୍କୁ ଉତ୍ତର ଦେବା, ଆମ୍ଭେ ଇସ୍ରାଏଲର ପରମେଶ୍ୱର ସେମାନଙ୍କୁ ତ୍ୟାଗ କରିବା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଦରିଦ୍ର ଓ ଦୀନହୀନମାନେ ଜଳ ଅନ୍ୱେଷଣ କରନ୍ତି, ମାତ୍ର ଜଳ ନାହିଁ, ତହିଁରେ ସେମାନଙ୍କ ଜିହ୍ୱା ତୃଷାରେ ଶୁଷ୍କ ହୁଏ; ଆମ୍ଭେ ସଦାପ୍ରଭୁ ସେମାନଙ୍କୁ ଉତ୍ତର ଦେବା, ଆମ୍ଭେ ଇସ୍ରାଏଲର ପରମେଶ୍ୱର ସେମାନଙ୍କୁ ତ୍ୟାଗ କରିବା ନାହିଁ।