Isaiah 41:18 — Compare Translations

5 translations compared side by side

Odia - 1840
"ଆମ୍ଭେ ବୃକ୍ଷଶୂନ୍ଯ ଉଚ୍ଚଭୂମିରେ ନଦନଦୀ ସୃଷ୍ଟି କରିବା, ଉପତ୍ୟକାର ମଧ୍ଯ ଭାଗ ରେ ଝରଣାମାନ ଫିଟାଇବା, ପ୍ରାନ୍ତରକୁ ଜଳାଶଯ ଓ ଶୁଷ୍କ ଭୂମିରେ ନିର୍ଝର ଜଳ ପ୍ରବାହିତ କରାଇବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ନଦନଦୀ କରିବା ଓ ସମସ୍ଥଳୀ ମଧ୍ୟରେ ନିର୍ଝରମାନ ଫିଟାଇବା; ଆମ୍ଭେ ପ୍ରାନ୍ତରକୁ ଜଳାଶୟ ଓ ଶୁଷ୍କ ଭୂମିକି ଜଳ-ନିର୍ଝର କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ବୃକ୍ଷଶୂନ୍ୟ ଉଚ୍ଚଭୂମିରେ ନଦନଦୀ ସୃଷ୍ଟି କରିବା, ଉପତ୍ୟକାର ମଧ୍ୟ ଭାଗରେ ଝରଣାମାନ ଫିଟାଇବା, ପ୍ରାନ୍ତରକୁ ଜଳାଶୟ ଓ ଶୁଷ୍କ ଭୂମିରେ ନିର୍ଝର ଜଳ ପ୍ରବାହିତ କରାଇବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ନଦ-ନଦୀ କରିବା ଓ ସମସ୍ଥଳୀ ମଧ୍ୟରେ ନିର୍ଝରମାନ ଫିଟାଇବା; ଆମ୍ଭେ ପ୍ରାନ୍ତରକୁ ଜଳାଶୟ ଓ ଶୁଷ୍କ ଭୂମିକୁ ଜଳ ନିର୍ଝର କରିବା।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ନଦନଦୀ କରିବା ଓ ସମସ୍ଥଳୀ ମଧ୍ୟରେ ନିର୍ଝରମାନ ଫିଟାଇବା; ଆମ୍ଭେ ପ୍ରାନ୍ତରକୁ ଜଳାଶୟ ଓ ଶୁଷ୍କ ଭୂମିକୁ ଜଳ ନିର୍ଝର କରିବା।