Isaiah 41:19 — Compare Translations

5 translations compared side by side

Odia - 1840
"ଆମ୍ଭେ ପ୍ରାନ୍ତର ରେ ଏରସ, ବାବଲ, ମେ ହନ୍ଦେି, ତୈଳବୃକ୍ଷ ରୋପଣ କରିବା ଓ ମରୁଭୂମିରେ ଦବଦୋରୁ, ତିଧର, ତାଶୂର ବୃକ୍ଷା ଏକତ୍ର ଲଗାଇବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ପ୍ରାନ୍ତରରେ ଏରସ, ବବୁର୍ ଓ ମେହେନ୍ଦି ଓ ତୈଳବୃକ୍ଷ ରୋପଣ କରିବା; ଆମ୍ଭେ ମରୁଭୂମିରେ ଦେବଦାରୁ, ତିଧର ଓ ତାଶୂର ବୃକ୍ଷ ଏକତ୍ର ଲଗାଇବା;
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ପ୍ରାନ୍ତରରେ ଏରସ, ବାବଲ, ମେହେନ୍ଦି, ତୈଳବୃକ୍ଷ ରୋପଣ କରିବା ଓ ମରୁଭୂମିରେ ଦେବଦାରୁ, ତିଧର, ତାଶୂର ବୃକ୍ଷ ଏକତ୍ର ଲଗାଇବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ପ୍ରାନ୍ତରରେ ଏରସ, ଶିଟୀମ୍‍ ଓ ମେହେନ୍ଦି ଓ ତୈଳବୃକ୍ଷ ରୋପଣ କରିବା; ଆମ୍ଭେ ମରୁଭୂମିରେ ଦେବଦାରୁ, ତିଧର ଓ ତାଶୂର ବୃକ୍ଷ ଏକତ୍ର ଲଗାଇବା;
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ପ୍ରାନ୍ତରରେ ଏରସ, ଶିଟୀମ୍‍ ଓ ମେହେନ୍ଦି ଓ ତୈଳବୃକ୍ଷ ରୋପଣ କରିବା; ଆମ୍ଭେ ମରୁଭୂମିରେ ଦେବଦାରୁ, ତିଧର ଓ ତାଶୂର ବୃକ୍ଷ ଏକତ୍ର ଲଗାଇବା;