Isaiah 41:2 — Compare Translations
5 translations compared side by side
Odia - 1840
"ସେ ଧର୍ମ ରେ ଯାହାକୁ ନିଜ ଚରଣ ନିକଟକୁ ଡ଼ାକନ୍ତି ଏପରି ଏକ ବ୍ଯକ୍ତି ଯକେି ପୂର୍ବ ଦିଗରୁ ଆସିଛନ୍ତି, ତାଙ୍କୁ କିଏ ଉତ୍ପନ୍ନ କରିଛି? ସେ ନାନା ଦେଶସ୍ଥ ଲୋକଙ୍କୁ ତାହା ସମ୍ମୁଖ ରେ ସମର୍ପି ଦିଅନ୍ତି ଓ ରାଜାମାନଙ୍କ ଉପ ରେ ତାହାକୁ କତ୍ତୃର୍ତ୍ବ କରାନ୍ତି। ସେ ଖଡ୍ଗଦ୍ବାରା ସହେି ଦେଶ ସମୂହକୁ ଧୂଳି ତୁଲ୍ଯ କରନ୍ତି ଓ ଧନୁ ସାହାୟ୍ଯ ରେ କୁଟାପରି ଉଡ଼ାଇ ଦିଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଧର୍ମରେ ଯାହାକୁ ଆପଣା ଚରଣ ନିକଟକୁ ଡାକନ୍ତି, ଏପରି ଏକ ଜଣକୁ ପୂର୍ବ ଦିଗରୁ କିଏ ଉତ୍ପନ୍ନ କରିଅଛନ୍ତି? ସେ ନାନା ଦେଶସ୍ଥ ଲୋକଙ୍କୁ ତାହା ସମ୍ମୁଖରେ ସମର୍ପି ଦିଅନ୍ତି ଓ ରାଜଗଣଙ୍କ ଉପରେ ତାହାକୁ କର୍ତ୍ତୃତ୍ଵ କରାନ୍ତି; ସେ ତାହାର ଖଡ଼୍ଗ ସମ୍ମୁଖରେ ସେମାନଙ୍କୁ ଧୂଳି ତୁଲ୍ୟ ଓ ତାହାର ଧନୁକର ଅଗ୍ରରେ ଚାଳିତ କୁଟା ପରି ସମର୍ପି ଦିଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଧର୍ମରେ ଯାହାକୁ ନିଜ ଚରଣ ନିକଟକୁ ଡାକନ୍ତି ଏପରି ଏକ ବ୍ୟକ୍ତି ଯେକି ପୂର୍ବ ଦିଗରୁ ଆସିଛନ୍ତି, ତାଙ୍କୁ କିଏ ଉତ୍ପନ୍ନ କରିଛି? ସେ ନାନା ଦେଶସ୍ଥ ଲୋକଙ୍କୁ ତାହା ସମ୍ମୁଖରେ ସମର୍ପି ଦିଅନ୍ତି ଓ ରାଜାମାନଙ୍କ ଉପରେ ତାହାକୁ କର୍ତ୍ତୃତ୍ୱ କରାନ୍ତି। ସେ ଖଡ଼୍ଗ ଦ୍ୱାରା ସେହି ଦେଶ ସମୂହକୁ ଧୂଳି ତୁଲ୍ୟ କରନ୍ତି ଓ ଧନୁ ସାହାଯ୍ୟରେ କୁଟାପରି ଉଡ଼ାଇ ଦିଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଧାର୍ମିକତାରେ ଯାହାକୁ ଆପଣା ଚରଣ ନିକଟକୁ ଡାକନ୍ତି, ଏପରି ଏକ ଜଣକୁ ପୂର୍ବ ଦିଗରୁ କିଏ ଉତ୍ପନ୍ନ କରିଅଛନ୍ତି? ସେ ନାନା ଦେଶସ୍ଥ ଲୋକଙ୍କୁ ତାହା ସମ୍ମୁଖରେ ସମର୍ପି ଦିଅନ୍ତି ଓ ରାଜାଗଣଙ୍କ ଉପରେ ତାହାକୁ କର୍ତ୍ତୃତ୍ୱ କରାନ୍ତି; ସେ ତାହାର ଖଡ୍ଗ ସମ୍ମୁଖରେ ସେମାନଙ୍କୁ ଧୂଳି ତୁଲ୍ୟ ଓ ତାହାର ଧନୁକର ଆଗରେ ଚାଳିତ କୁଟା ପରି ସମର୍ପି ଦିଅନ୍ତି।
Odia IRV 2017 (ଓଡିଆ ବାଇବେଲ)