Isaiah 41:20 — Compare Translations

5 translations compared side by side

Odia - 1840
"ଲୋକମାନେ ଏହା ଦେଖି ବୁଝିବେ ଓ ଜାଣିବେ ଏବଂ ବିବଚେନା କରିବେ ଯେ ସଦାପ୍ରଭୁଙ୍କ ହସ୍ତ ଏହିକାର୍ୟ୍ଯ କରିଅଛି ଓ ଇଶ୍ରାୟେଲର ପରମେଶ୍ବର ଧର୍ମସ୍ବରୂପ ଏହା ସୃଷ୍ଟି କରିଅଛନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁଙ୍କ ହସ୍ତ ଏହି କାର୍ଯ୍ୟ କରିଅଛି ଓ ଇସ୍ରାଏଲର ଧର୍ମସ୍ଵରୂପ ଏହା ସୃଷ୍ଟି କରିଅଛନ୍ତି ବୋଲି ଲୋକମାନେ ଏକତ୍ର ଦେଖିବେ ଓ ବିବେଚନା କରି ବୁଝିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ଏହା ଦେଖି ବୁଝିବେ ଓ ଜାଣିବେ ଏବଂ ବିବେଚନା କରିବେ ଯେ ସଦାପ୍ରଭୁଙ୍କ ହସ୍ତ ଏହିକାର୍ଯ୍ୟ କରିଅଛି ଓ ଇସ୍ରାଏଲର ପରମେଶ୍ୱର ଧର୍ମସ୍ୱରୂପ ଏହା ସୃଷ୍ଟି କରିଅଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁଙ୍କ ହସ୍ତ ଏହି କାର୍ଯ୍ୟ କରିଅଛି ଓ ଇସ୍ରାଏଲର ଧର୍ମସ୍ୱରୂପ ଏହା ସୃଷ୍ଟି କରିଅଛନ୍ତି ବୋଲି ଲୋକମାନେ ଏକତ୍ର ଦେଖିବେ ଓ ବିବେଚନା କରି ବୁଝିବେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସଦାପ୍ରଭୁଙ୍କ ହସ୍ତ ଏହି କାର୍ଯ୍ୟ କରିଅଛି ଓ ଇସ୍ରାଏଲର ଧର୍ମସ୍ୱରୂପ ଏହା ସୃଷ୍ଟି କରିଅଛନ୍ତି ବୋଲି ଲୋକମାନେ ଏକତ୍ର ଦେଖିବେ ଓ ବିବେଚନା କରି ବୁଝିବେ।”