Isaiah 41:21 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କୁହନ୍ତି, ତୁମ୍ଭମାନେେ ନିଜ ନିଜ ବିବାଦ ଉପସ୍ଥିତ କର; ଯାକୁବର ରାଜା କୁହନ୍ତି, ତୁମ୍ଭମାନେେ ନିଜର ଦୃଢ଼ ପ୍ରମାଣ ଉପସ୍ଥାପନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆପଣାମାନଙ୍କ ବିବାଦ ଉପସ୍ଥିତ କର; ଯାକୁବର ରାଜା କହନ୍ତି, ତୁମ୍ଭେମାନେ ଆପଣାମାନଙ୍କର ଦୃଢ଼ ପ୍ରମାଣସବୁ ବାହାର କର ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମିଥ୍ୟା ଦେବତାଗଣଙ୍କୁ ଆହ୍ୱାନ କରନ୍ତି ସଦାପ୍ରଭୁ କୁହନ୍ତି, “ତୁମ୍ଭେମାନେ ନିଜ ନିଜ ବିବାଦ ଉପସ୍ଥିତ କର; ଯାକୁବର ରାଜା କୁହନ୍ତି, ତୁମ୍ଭେମାନେ ନିଜର ଦୃଢ଼ ପ୍ରମାଣ ଉପସ୍ଥାପନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଆପଣାମାନଙ୍କ ବିବାଦ ଉପସ୍ଥିତ କର,” ଯାକୁବର ରାଜା କହନ୍ତି, “ତୁମ୍ଭେମାନେ ଆପଣାମାନଙ୍କର ଦୃଢ଼ ପ୍ରମାଣସବୁ ବାହାର କର।”
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଆପଣାମାନଙ୍କ ବିବାଦ ଉପସ୍ଥିତ କର,” ଯାକୁବର ରାଜା କହନ୍ତି, ତୁମ୍ଭେମାନେ ଆପଣାମାନଙ୍କର ଦୃଢ଼ ପ୍ରମାଣସବୁ ବାହାର କର।