Isaiah 41:22 — Compare Translations

5 translations compared side by side

Odia - 1840
"ତୁମ୍ଭର ପ୍ରତିମାଗଣ ଆସନ୍ତୁ ଓ ଯାହା ଯାହା ଘଟୁଅଛି, ଆମ୍ଭ ନିକଟରେ ପ୍ରକାଶ କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତାହାସବୁ ବାହାର କରି ଯାହା ଯାହା ଘଟିବ, ତାହା ଆମ୍ଭମାନଙ୍କ ନିକଟରେ ପ୍ରକାଶ କରନ୍ତୁନ୍ତ ଆଦ୍ୟର ବିଷୟମାନ କଅଣ, ତାହା ତୁମ୍ଭେମାନେ ପ୍ରକାଶ କର, ତାହା କଲେ, ଆମ୍ଭେମାନେ ବିବେଚନା କରି ତହିଁର ଶେଷ ଫଳ ଜାଣି ପାରିବା; ନୋହିଲେ ଆଗାମୀ ଘଟଣା ଆମ୍ଭମାନଙ୍କୁ ଦେଖାଅ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ପ୍ରତିମାଗଣ ଆସନ୍ତୁ ଓ ଯାହା ଯାହା ଘଟୁଅଛି, ଆମ୍ଭ ନିକଟରେ ପ୍ରକାଶ କରନ୍ତୁ।”ଆଦ୍ୟରେ କ’ଣ ଘଟିଥିଲା ଓ ଭବିଷ୍ୟତରେ କ’ଣ ଘଟିବ, ଆମ୍ଭକୁ କୁହ। ତାହାହେଲେ ଶେଷଫଳ କ’ଣ ହେବ ଆମ୍ଭେ ବିବେଚନା କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତାହାସବୁ ବାହାର କରି ଯାହା ଯାହା ଘଟିବ, ତାହା ଆମ୍ଭମାନଙ୍କ ନିକଟରେ ପ୍ରକାଶ କରନ୍ତୁ; ଆଦ୍ୟର ବିଷୟମାନ କଅଣ, ତାହା ତୁମ୍ଭେମାନେ ପ୍ରକାଶ କର, ତାହା କଲେ, ଆମ୍ଭେମାନେ ବିବେଚନା କରି ତହିଁର ଶେଷ ଫଳ ଜାଣି ପାରିବା; ନୋହିଲେ ଆଗାମୀ ଘଟଣା ଆମ୍ଭମାନଙ୍କୁ ଦେଖାଅ।
Odia IRV 2017 (ଓଡିଆ ବାଇବେଲ)