Isaiah 41:23 — Compare Translations
5 translations compared side by side
Odia - 1840
"ଏହାପ ରେ କ'ଣ ଘଟିବ ତୁମ୍ଭମାନେେ ପ୍ରକାଶ କର। ତାହା ହେଲେ ଆମ୍ଭେ ଜାଣିବୁ ତୁମ୍ଭମାନେେ ପ୍ରକୃତ ରେ ଦବେତାଗଣ। କେଉଁଠି ଯଦି ଆମ୍ଭମାନେେ ପ୍ରକୃତ ରେ ଭୟ କିମ୍ବା ଭୟଭୀତ ହବୋ ଯବେେ ତୁମ୍ଭେ ଉତ୍ତମ କିମ୍ବା ମନ୍ଦ ବିଷଯ ଆମ୍ଭକୁ କହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ଉତ୍ତାରେ ଯାହା ଯାହା ଘଟିବ, ତାହା ପ୍ରକାଶ କର, ତହିଁରେ ତୁମ୍ଭେମାନେ ଯେ ଈଶ୍ଵରଗଣ, ଏହା ଆମ୍ଭେମାନେ ଜାଣିବା; ହଁ, ମଙ୍ଗଳ କର, ଅବା ଅମଙ୍ଗଳ କର, ତହିଁରେ ଆମ୍ଭେମାନେ ନିରାଶ ହୋଇ ଏକତ୍ର ତାହା ଦେଖିବା ।
Odia Bible ERV 2004 (ପବିତ୍ର ବାଇବଲ)
“ଏହା ପରେ କ’ଣ ଘଟିବ ତୁମ୍ଭେମାନେ ପ୍ରକାଶ କର। ତାହାହେଲେ ଆମ୍ଭେ ଜାଣିବୁ ତୁମ୍ଭେମାନେ ପ୍ରକୃତରେ ଦେବତାଗଣ। କେଉଁଠି ଯଦି ଆମ୍ଭେମାନେ ପ୍ରକୃତରେ ଭୟ କିମ୍ବା ଭୟଭୀତ ହେବା ଯେବେ ତୁମ୍ଭେ ଉତ୍ତମ କିମ୍ବା ମନ୍ଦ ବିଷୟ ଆମ୍ଭକୁ କହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯାହା ଯାହା ଘଟିବ, ତାହା ପ୍ରକାଶ କର, ତହିଁରେ ତୁମ୍ଭେମାନେ ଯେ ଈଶ୍ୱରଗଣ, ଏହା ଆମ୍ଭେମାନେ ଜାଣିବା; ହଁ, ମଙ୍ଗଳ କର, ଅବା ଅମଙ୍ଗଳ କର, ତହିଁରେ ଆମ୍ଭେମାନେ ନିରାଶ ହୋଇ ଏକତ୍ର ତାହା ଦେଖିବା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯାହା ଯାହା ଘଟିବ, ତାହା ପ୍ରକାଶ କର, ତହିଁରେ ତୁମ୍ଭେମାନେ ଯେ ଈଶ୍ୱରଗଣ, ଏହା ଆମ୍ଭେମାନେ ଜାଣିବା; ହଁ, ମଙ୍ଗଳ କର, ଅବା ଅମଙ୍ଗଳ କର, ତହିଁରେ ଆମ୍ଭେମାନେ ନିରାଶ ହୋଇ ଏକତ୍ର ତାହା ଦେଖିବା।