Isaiah 41:24 — Compare Translations

5 translations compared side by side

Odia - 1840
" ଦେଖ, ତୁମ୍ଭମାନେେ ଭଣ୍ଡ ଦବେତା ଓ ତୁମ୍ଭମାନେେ କୌଣସି କାର୍ୟ୍ଯର ନୁହଁ। ଯେଉଁମାନେ ତୁମ୍ଭମାନଙ୍କୁ ପୂଜା କରନ୍ତି ସମାନେେ ଘୃଣାର ପାତ୍ର।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ତୁମ୍ଭେମାନେ ଅକିଞ୍ଚିତ ଓ ତୁମ୍ଭମାନଙ୍କର କାର୍ଯ୍ୟ କିଛି ହିଁ ନୁହେଁନ୍ତ ଯେଉଁ ଲୋକ ତୁମ୍ଭମାନଙ୍କୁ ମନୋନୀତ କରେ, ସେ ଘୃଣାସ୍ପଦ ।
Odia Bible ERV 2004 (ପବିତ୍ର ବାଇବଲ)
“ଦେଖ, ତୁମ୍ଭେମାନେ ଭଣ୍ଡ ଦେବତା ଓ ତୁମ୍ଭେମାନେ କୌଣସି କାର୍ଯ୍ୟର ନୁହଁ। ଯେଉଁମାନେ ତୁମ୍ଭମାନଙ୍କୁ ପୂଜା କରନ୍ତି ସେମାନେ ଘୃଣାର ପାତ୍ର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ତୁମ୍ଭେମାନେ ଅକିଞ୍ଚିତ ଓ ତୁମ୍ଭମାନଙ୍କର କାର୍ଯ୍ୟ କିଛି ହିଁ ନୁହେଁ; ଯେଉଁ ଲୋକ ତୁମ୍ଭମାନଙ୍କୁ ମନୋନୀତ କରେ, ସେ ଘୃଣାସ୍ପଦ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ତୁମ୍ଭେମାନେ ଅକିଞ୍ଚିତ ଓ ତୁମ୍ଭମାନଙ୍କର କାର୍ଯ୍ୟ କିଛି ହିଁ ନୁହେଁ; ଯେଉଁ ଲୋକ ତୁମ୍ଭମାନଙ୍କୁ ମନୋନୀତ କରେ, ସେ ଘୃଣାସ୍ପଦ।