Isaiah 41:25 — Compare Translations
5 translations compared side by side
Odia - 1840
"ଆମ୍ଭେ ଉତ୍ତର ଦିଗରୁ ଜଣକୁ ଉତ୍ପନ୍ନ କରିଅଛୁ ଓ ସେ ଉପସ୍ଥିତ। ସେ ପୂର୍ବ ଦିଗରୁ ଆମ୍ଭର ଆହ୍ବାନ କରେ। ସେ ଗାନ୍ଥନୀର ମସଲା ଓ କୁମ୍ଭକର ପାତ୍ର ନିର୍ମାଣ ପାଇଁ ବ୍ଯବହୃତ ମର୍ଦ୍ଦିତ ମୃତ୍ତିକା ପରି ପ୍ରେତ୍ୟକକ ଶାସକକୁ ଦଳିତ କରିବ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଉତ୍ତର ଦିଗରୁ ଏକ ଜଣକୁ ଉତ୍ପନ୍ନ କରିଅଛୁ ଓ ସେ ଉପସ୍ଥିତ; ସେ ସୂର୍ଯ୍ୟୋଦୟ ଦିଗରୁ ଆମ୍ଭ ନାମ ଆହ୍ଵାନ କରେ; ସେ ଗାନ୍ଥନୀର ମଶଲା ଓ କୁମ୍ଭକାରର ମର୍ଦ୍ଦିତ ମୃତ୍ତିକା ପରି ଦେଶାଧ୍ୟକ୍ଷମାନଙ୍କୁ ଦଳିତ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ପ୍ରମାଣ କରନ୍ତି ଯେ, ସେ ଏକମାତ୍ର ପରମେଶ୍ୱର “ଆମ୍ଭେ ଉତ୍ତର ଦିଗରୁ ଜଣକୁ ଉତ୍ପନ୍ନ କରିଅଛୁ ଓ ସେ ଉପସ୍ଥିତ। ସେ ପୂର୍ବ ଦିଗରୁ ଆମ୍ଭର ଆହ୍ୱାନ କରେ। ସେ ଗାନ୍ଥନୀର ମସଲା ଓ କୁମ୍ଭକର ପାତ୍ର ନିର୍ମାଣ ପାଇଁ ବ୍ୟବହୃତ ମର୍ଦ୍ଦିତ ମୃତ୍ତିକା ପରି ପ୍ରତ୍ୟେକ ଶାସକକୁ ଦଳିତ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଉତ୍ତର ଦିଗରୁ ଏକ ଜଣକୁ ଉତ୍ପନ୍ନ କରିଅଛୁ ଓ ସେ ଉପସ୍ଥିତ; ସେ ସୂର୍ଯ୍ୟୋଦୟ ଦିଗରୁ ଆମ୍ଭ ନାମ ଆହ୍ୱାନ କରେ; ସେ ଗାନ୍ଥନୀର ମଶଲା ଓ କୁମ୍ଭକାରର ମର୍ଦ୍ଦିତ ମୃତ୍ତିକା ପରି ଦେଶାଧ୍ୟକ୍ଷମାନଙ୍କୁ ଦଳିତ କରିବ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଉତ୍ତର ଦିଗରୁ ଏକ ଜଣକୁ ଉତ୍ପନ୍ନ କରିଅଛୁ ଓ ସେ ଉପସ୍ଥିତ; ସେ ସୂର୍ଯ୍ୟୋଦୟ ଦିଗରୁ ଆମ୍ଭ ନାମ ଆହ୍ୱାନ କରେ; ସେ ଗାନ୍ଥନୀର ମଶଲା ଓ କୁମ୍ଭକାରର ମର୍ଦ୍ଦିତ ମୃତ୍ତିକା ପରି ଦେଶାଧ୍ୟକ୍ଷମାନଙ୍କୁ ଦଳିତ କରିବ।