Isaiah 41:26 — Compare Translations

5 translations compared side by side

Odia - 1840
"କିଏ ଆଦ୍ଯରୁ ଏହା ପ୍ରକାଶ କରିଅଛି? ତାହା ହେଲେ ଆମ୍ଭମାନେେ ପରମେଶ୍ବର ବୋଲି ଜାଣିବା। ତୁମ୍ଭମାନଙ୍କ ମଧ୍ଯରୁ କହେି ଜଣେ ପ୍ରକାଶ କରିଅଛି କି? ଆମ୍ଭେ ତୁମ୍ଭକୁ ଧାର୍ମିକ ବୋଲି କହିବୁ। ନା, ପ୍ରକାଶକାରୀ କହେି ନାହିଁ କି ଦଖାଇବୋ ଲୋକ କହେି ନାହିଁ। ତୁମ୍ଭମାନଙ୍କ କଥା ଶୁଣିବା ଲୋକ ମଧ୍ଯ କହେି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ଯେପରି ଜାଣି ପାରିବା, ଏଥିପାଇଁ ଆଦ୍ୟରୁ କିଏ ଏହା ପ୍ରକାଶ କରିଅଛି? ପୁଣି, ସେ ଧାର୍ମିକ ବୋଲି ଯେପରି ଆମ୍ଭେମାନେ କହି ପାରିବା, ଏଥିପାଇଁ ପୂର୍ବରୁ କିଏ ଏହା ପ୍ରକାଶ କରିଅଛି? ହଁ, ପ୍ରକାଶକାରୀ କେହି ନାହିଁ, ହଁ, ଦେଖାଇବା ଲୋକ କେହି ନାହିଁ, ହଁ, ତୁମ୍ଭମାନଙ୍କ କଥା ଶୁଣିବା ଲୋକ କେହି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“କିଏ ଆଦ୍ୟରୁ ଏହା ପ୍ରକାଶ କରିଅଛି? ତାହାହେଲେ ଆମ୍ଭେମାନେ ପରମେଶ୍ୱର ବୋଲି ଜାଣିବା। ତୁମ୍ଭମାନଙ୍କ ମଧ୍ୟରୁ କେହି ଜଣେ ପ୍ରକାଶ କରିଅଛି କି? ଆମ୍ଭେ ତୁମ୍ଭକୁ ଧାର୍ମିକ ବୋଲି କହିବୁ। ନା, ପ୍ରକାଶକାରୀ କେହି ନାହିଁ କି ଦେଖାଇବା ଲୋକ କେହି ନାହିଁ। ତୁମ୍ଭମାନଙ୍କ କଥା ଶୁଣିବା ଲୋକ ମଧ୍ୟ କେହି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ଯେପରି ଜାଣି ପାରିବା, ଏଥିପାଇଁ ଆଦ୍ୟରୁ କିଏ ଏହା ପ୍ରକାଶ କରିଅଛି? ପୁଣି, ସେ ଧାର୍ମିକ ବୋଲି ଯେପରି ଆମ୍ଭେମାନେ କହି ପାରିବା, ଏଥିପାଇଁ ପୂର୍ବରୁ କିଏ ଏହା ପ୍ରକାଶ କରିଅଛି? ହଁ, ପ୍ରକାଶକାରୀ କେହି ନାହିଁ, ହଁ, ଦେଖାଇବା ଲୋକ କେହି ନାହିଁ, ହଁ, ତୁମ୍ଭମାନଙ୍କ କଥା ଶୁଣିବା ଲୋକ କେହି ନାହିଁ।
Odia IRV 2017 (ଓଡିଆ ବାଇବେଲ)