Isaiah 41:27 — Compare Translations

5 translations compared side by side

Odia - 1840
"ଆମ୍ଭେ ସଦାପ୍ରଭୁ ଏବଂ ପ୍ରଥମେ ସିୟୋନକୁ କହିବା, ସମାନଙ୍କେୁ ଦେଖ। ଏବଂ ପୁଣି ୟିରୁଶାଲମକୁ ସୁସମାଚାର ଦଇେ ଆମ୍ଭେ ଜଣେ ଦୂତ ପଠାଇବା।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ପ୍ରଥମେ ସିୟୋନକୁ କହିବା, ଦେଖ, ସେମାନଙ୍କୁ ଦେଖ, ପୁଣି ଆମ୍ଭେ ଯିରୂଶାଲମକୁ ସୁସମାଚାର ଆଣିବାର ଏକ ଲୋକ ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ସଦାପ୍ରଭୁ ଏବଂ ପ୍ରଥମେ ସିୟୋନକୁ କହିବା, ‘ସେମାନଙ୍କୁ ଦେଖ। ଏବଂ ପୁଣି ଯିରୁଶାଲମକୁ ସୁସମାଗ୍ଭର ଦେଇ ଆମ୍ଭେ ଜଣେ ଦୂତ ପଠାଇବା।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ପ୍ରଥମେ ସିୟୋନକୁ କହିବା, “ଦେଖ, ସେମାନଙ୍କୁ ଦେଖ,” ପୁଣି ଆମ୍ଭେ ଯିରୂଶାଲମକୁ ସୁସମାଚାର ଆଣିବାର ଏକ ଲୋକ ଦେବା।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ପ୍ରଥମେ ସିୟୋନକୁ କହିବା, “ଦେଖ, ସେମାନଙ୍କୁ ଦେଖ, ପୁଣି ଆମ୍ଭେ ଯିରୂଶାଲମକୁ ସୁସମାଚାର ଆଣିବାର ଏକ ଲୋକ ଦେବା।”