Isaiah 41:28 — Compare Translations
5 translations compared side by side
Odia - 1840
"ଆମ୍ଭେ ଅନାଇଲା ବେଳେ କହେି ନାହିଁ। ପୁଣି ପ୍ରଶ୍ନ କଲା ବେଳେ ସମାନଙ୍କେ ମଧିଅରେ କହେି ଜଣେ ମନ୍ତ୍ରଣା ଦାତା ସୁଦ୍ଧା ଉତ୍ତର ଦବୋକୁ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଅନାଇଲା ବେଳେ କେହି ନାହିଁ; ଆମ୍ଭେ ପଚାରିଲା ବେଳେ ଯେ ପଦେ ଉତ୍ତର ଦେଇ ପାରେ, ସେମାନଙ୍କ ମଧ୍ୟରେ ଏପରି ମନ୍ତ୍ରଣାଦାତା ସୁଦ୍ଧା କେହି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଅନାଇଲା ବେଳେ କେହି ନାହିଁ। ପୁଣି ପ୍ରଶ୍ନ କଲାବେଳେ ସେମାନଙ୍କ ମଧ୍ୟରେ କେହି ଜଣେ ମନ୍ତ୍ରଣା ଦାତା ସୁଦ୍ଧା ଉତ୍ତର ଦେବାକୁ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଅନାଇଲା ବେଳେ କେହି ନାହିଁ; ଆମ୍ଭେ ପଚାରିଲା ବେଳେ ଯେ ପଦେ ଉତ୍ତର ଦେଇ ପାରେ, ସେମାନଙ୍କ ମଧ୍ୟରେ ଏପରି ମନ୍ତ୍ରଣାଦାତା ସୁଦ୍ଧା କେହି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଅନାଇଲା ବେଳେ କେହି ନାହିଁ; ଆମ୍ଭେ ପଚାରିଲା ବେଳେ ଯେ ପଦେ ଉତ୍ତର ଦେଇ ପାରେ, ସେମାନଙ୍କ ମଧ୍ୟରେ ଏପରି ମନ୍ତ୍ରଣାଦାତା ସୁଦ୍ଧା କେହି ନାହିଁ।