Isaiah 41:29 — Compare Translations

5 translations compared side by side

Odia - 1840
"ସମାନେେ ସମସ୍ତେ ଅସାର ଓ ସମାନଙ୍କେର କର୍ମସବୁ ତୁଚ୍ଛ। ସମାନେେ ଛାଞ୍ଚ ରେ ଢ଼ଳା ବାଯୁଶୂନ୍ଯ ପ୍ରତିମାଗଣ ମାତ୍ର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ସେସମସ୍ତେ, ସେମାନଙ୍କର କର୍ମସବୁ ଅସାର ଓ ଅବସ୍ତୁ ମାତ୍ର; ସେମାନଙ୍କର ଛାଞ୍ଚରେ ଢଳା ପ୍ରତିମାଗଣ ବାୟୁ ଓ ଶୂନ୍ୟ ମାତ୍ର ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସମସ୍ତେ ଅସାର ଓ ସେମାନଙ୍କର କର୍ମସବୁ ତୁଚ୍ଛ। ସେମାନେ ଛାଞ୍ଚରେ ଢଳା ବାୟୁଶୂନ୍ୟ ପ୍ରତିମାଗଣ ମାତ୍ର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ସେସମସ୍ତେ, ସେମାନଙ୍କର କର୍ମସବୁ ଅସାର ଓ ଅବସ୍ତୁ ମାତ୍ର; ସେମାନଙ୍କର ଛାଞ୍ଚରେ ଢଳା ପ୍ରତିମାଗଣ ବାୟୁ ଓ ଶୂନ୍ୟ ମାତ୍ର।
Odia IRV 2017 (ଓଡିଆ ବାଇବେଲ)
ଦେଖ, ସେସମସ୍ତେ, ସେମାନଙ୍କର କର୍ମସବୁ ଅସାର ଓ ଅବସ୍ତୁ ମାତ୍ର; ସେମାନଙ୍କର ଛାଞ୍ଚରେ ଢଳା ପ୍ରତିମାଗଣ ବାୟୁ ଓ ଶୂନ୍ୟ ମାତ୍ର।