Isaiah 41:3 — Compare Translations
5 translations compared side by side
Odia - 1840
"ସେ ସମାନଙ୍କେ ପଶ୍ଚାଧାବନ କରେ ଓ ନିରାପଦ ରେ ଅଗ୍ରସର ହୁଏ। ସେ କବେେ ନ ୟାଇଥିବା ପଥରେ ବିଭିନ୍ନ ସ୍ଥାନକୁ ୟାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସେମାନଙ୍କର ପଛେ ଗୋଡ଼ାଏ, ଯେଉଁ ପଥରେ ସେ ପଦାର୍ପଣ କରି ନାହିଁ, ସେହି ପଥରେ ହେଁ ସେ ନିରାପଦରେ ଅଗ୍ରସର ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସେମାନଙ୍କ ପଶ୍ଚାତ୍ଧାବନ କରେ ଓ ନିରାପଦରେ ଅଗ୍ରସର ହୁଏ। ସେ କେବେ ନ ଯାଇଥିବା ପଥରେ ବିଭିନ୍ନ ସ୍ଥାନକୁ ଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସେମାନଙ୍କର ପଛେ ଗୋଡ଼ାଏ, ଯେଉଁ ପଥରେ ସେ ପଦାର୍ପଣ କରି ନାହିଁ, ସେହି ପଥରେ ହେଁ ସେ ନିରାପଦରେ ଅଗ୍ରସର ହୁଏ।
Odia IRV 2017 (ଓଡିଆ ବାଇବେଲ)
ସେ ସେମାନଙ୍କର ପଛେ ଗୋଡ଼ାଏ, ଯେଉଁ ପଥରେ ସେ ପଦାର୍ପଣ କରି ନାହିଁ, ସେହି ପଥରେ ହେଁ ସେ ନିରାପଦରେ ଅଗ୍ରସର ହୁଏ।