Isaiah 41:4 — Compare Translations
5 translations compared side by side
Odia - 1840
"କିଏ ଆଦ୍ଯରୁ ପୁରୁଷକୁ ପୁରୁଷ ଧରି ଏକ କାର୍ୟ୍ଯ ସାଧନ କରିଅଛି? ଆମ୍ଭେ ସଦାପ୍ରଭୁ ଆଦି ଓ ଶଷେକାଳ ପର୍ୟ୍ଯନ୍ତ ସଙ୍ଗ ରେ ଥାଉ, ଆମ୍ଭେ ସହେି ଅଟୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଦ୍ୟରୁ ପୁରୁଷକୁ ପୁରୁଷ ଆହ୍ଵାନ କରି କିଏ ଏ କାର୍ଯ୍ୟ ସାଧନ କରିଅଛନ୍ତି? ଆମ୍ଭେ ସଦାପ୍ରଭୁ ଆଦି, ପୁଣି ଶେଷକାଳୀନ ଲୋକମାନଙ୍କର ସଙ୍ଗରେ ହେଁ ଆମ୍ଭେ ସେହି ଅଟୁ ⇧।
Odia Bible ERV 2004 (ପବିତ୍ର ବାଇବଲ)
କିଏ ଆଦ୍ୟରୁ ପୁରୁଷକୁ ପୁରୁଷ ଧରି ଏକ କାର୍ଯ୍ୟ ସାଧନ କରିଅଛି? ଆମ୍ଭେ ସଦାପ୍ରଭୁ, ଆଦି ଓ ଶେଷକାଳ ପର୍ଯ୍ୟନ୍ତ ସଙ୍ଗରେ ଥାଉ, ଆମ୍ଭେ ସେହି ଅଟୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଦ୍ୟରୁ ପୁରୁଷକୁ ପୁରୁଷ ଆହ୍ୱାନ କରି କିଏ ଏ କାର୍ଯ୍ୟ ସାଧନ କରିଅଛନ୍ତି? ଆମ୍ଭେ ସଦାପ୍ରଭୁ ଆଦି, ପୁଣି ଶେଷକାଳୀନ ଲୋକମାନଙ୍କର ସଙ୍ଗରେ ହେଁ ଆମ୍ଭେ ସେହି ଅଟୁ।
Odia IRV 2017 (ଓଡିଆ ବାଇବେଲ)
ଆଦ୍ୟରୁ ପୁରୁଷକୁ ପୁରୁଷ ଆହ୍ୱାନ କରି କିଏ ଏ କାର୍ଯ୍ୟ ସାଧନ କରିଅଛନ୍ତି? ଆମ୍ଭେ ସଦାପ୍ରଭୁ ଆଦି, ପୁଣି ଶେଷକାଳୀନ ଲୋକମାନଙ୍କର ସଙ୍ଗରେ ହେଁ ଆମ୍ଭେ ସେହି ଅଟୁ।